Badhi
Paperback
General FictionLiterary Fiction
ISBN13: 9781645602934
Publisher: Black Eagle Books
Published: Jun 30 2022
Pages: 120
Weight: 0.35
Height: 0.28 Width: 5.50 Depth: 8.50
Language: Oriya
ନରାଜ ଡେଇଁଲେ ମହାନଦୀ ଯେମିତି ଖିଆଲୀ, ତା'ର ନେଟ୍]ୱାର୍କ ବି ସେମିତି ବିଚିତ୍ର । କେନ୍ଦ୍ରାପଡ଼ା ଜିଲ୍ଲାର ଦାନପୁର ପାଖରୁ ମହାନଦୀର ଏକ ପ୍ରଶାଖା ଲୁଣାନଈରୁ କରାଣ୍ଡିଆ ବାହାରି କଳପଡ଼ା ପାଖରେ ପୁଣି ମିଶିଯାଇଛି । ମଝିରେ ତେରଖଣ୍ଡ ଧୋଇୟା ଗାଁର ସବୁଜ ମାନଚିତ୍ର । ତାଆରି ଭିତରୁ ସବା ତଳମୁଣ୍ଡ ଗାଁରେ ହେତୁ ପାଇଲା ଦିନୁ ମୁଁ ପ୍ରତିବର୍ଷ ଦେଖିଛି ବନ୍ୟାର ଭୀମକାନ୍ତ ରୂପ ।
ହଁ; ଭୀମକାନ୍ତ ହିଁ । ଅଜସ୍ର ଫେଣ ଚବକେଇ, ଭଉଁରୀ କାଟି ବନ୍ୟା ଯେତେବେଳେ ଆସେ, ଆସେ ସ୍ପର୍ଦ୍ଧିତ ଆବେଗରେ । ମୋତେ ଲାଗେ, ଜଙ୍ଗଲର ରାଜାଧିରାଜ ପାରିଧିରେ ବିଜେ କରୁଛି । ମୁଁ ମୁଗ୍ଧ ଦୃଷ୍ଟିରେ ତାକୁ ଚାହିଁ ରୁହେ । ପୁଣି ଅଜସ୍ର ଜଞ୍ଜାଳ ପଛରେ ପକେଇ ବନ୍ୟା ଯେତେବେଳେ ଛାଡ଼ି ଯାଏ ନଈର ଝାଉଁଳା ମୁହଁ ଦିଶେ ମଲାଜହ୍ନ ପରି ପାଂଶୁଳ ।
ଗତବର୍ଷର ମହାପ୍ଳାବନ ଛତିଶଗଡ଼ରେ ବସି ଟି.ଭି.ରେ ଦେଖିଲା ବେଳେ, ମୋତେ ଲାଗୁଥିଲା, ମୁଁ ଠିଆ ହୋଇଛି କରାଣ୍ଡିଆ ନଈ ଅତଡ଼ା ଦାଢ଼ରେ । ମୋ' ଆଗରେ କରାଣ୍ଡିଆର ଅତଳସ୍ପର୍ଶୀ ନୀଳ ଡଅଁର । ପୀତାମ୍ବର ବାବୁ ଏଥର ଉପନ୍ୟାସ ପାଇଁ ଅନୁରୋଧ କଲାବେଳେ ସେହି ଡଅଁର ବୋଧେ ମୋତେ ବାଧ୍ୟ କରି ଟାଣି ନେଇଛି 'ବଢ଼ି' ଆଡ଼େ । ନହେଲେ ପ୍ରକୃତ ଯୋଜନା ଥିଲା ଅନ୍ୟ ଉପନ୍ୟାସ ପାଇଁ । ଆଉଥରେ ବି ଲେଖିଥିଲି, ବାଘେଇ ଘାଟ କଥା, ବାଲିଘାଇ ଗାଁ କଥା । ବହୁ କୌତୂହଳୀ ପାଠକ ସେତେବେଳେ ପଚାରିଥିଲେ, ବାଘେଇ କେଉଁଠି, କେଉଁଠି ବାଲିଘାଇ?
କଟକ ତଳହଟୀ ସବୁ ଘାଟ ତ ମୋତ
Also from
Pradhan, Bibhuti Bhusan
Also in
Literary Fiction
Elizabeth Spencer: Novels & Stories (Loa #344): The Voice at the Back Door / The Light in the Piazza / Knights and Dragons / Stories
Spencer, Elizabeth
Hardcover
James Fenimore Cooper: The Leatherstocking Tales Vol. 1 (Loa #26): The Pioneers / The Last of the Mohicans / The Prairie
Cooper, James Fenimore
Hardcover
The Strange Case of Dr. Jekyll and Mr. Hyde and Other Stories (Barnes & Noble Classics Series)
Stevenson, Robert Louis
Paperback
Philip Roth: Novels 1973-1977 (Loa #165): The Great American Novel / My Life as a Man / The Professor of Desire
Roth, Philip
Hardcover
John Updike: Novels 1978-1984 (Loa #339): The Coup / Rabbit Is Rich / The Witches of Eastwick
Updike, John
Hardcover
The Patrick Melrose Novels: Never Mind, Bad News, Some Hope, and Mother's Milk
St Aubyn, Edward
Paperback
