• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Bazaar Yuddha

Bazaar Yuddha

Paperback

Investing & FinancePersonal FinanceGeneral Education

ISBN10: 1645604217
ISBN13: 9781645604211
Publisher: Black Eagle Books
Published: Aug 31 2023
Pages: 166
Weight: 0.48
Height: 0.38 Width: 5.50 Depth: 8.50
Language: Oriya

୧୯୯୦-୯୧ ମସିହା ଭାରତର ଅର୍ଥନୈତିକ ଇତିହାସର ଏକ ସନ୍ଧିକ୍ଷଣ । ଏହି ସମୟରେ ହିଁ ଭାରତର ଆର୍ଥିକ ଉଦାରୀକରଣ ନୀତିର ପ୍ରଚଳନ ହୋଇଥିଲା । ଏହି ଆର୍ଥିକ ଉଦାରୀକରଣ ବ୍ୟବସ୍ଥାର ପ୍ରଭାବ ବିଗତ ତିରିଶବର୍ଷ ଧରି ଭାରତୀୟ ଜନଜୀବନରେ ଅନେକ ପରିବର୍ତ୍ତନ ଆଣିଛି । ବିଦେଶୀ କମ୍ପାନୀମାନେ ଭାରତୀୟ ବଜାରରେ ପ୍ରବେଶ କରିଥିବାରୁ ଭାରତୀୟ ଗ୍ରାହକମାନେ ଲାଭବାନ ହୋଇଛନ୍ତି । ବିଦେଶୀ ପୁଞ୍ଜିର ସଫଳ ବିନିଯୋଗ ହେତୁ ଭାରତୀୟ ପ୍ରତିଭୂତି ବଜାରର ସୂଚନାଙ୍କ ବହୁମାତ୍ରାରେ ବୃଦ୍ଧିପାଇଛି । ଆୟାତ-ନିର୍ଯ୍ୟାତ ଆଇନ୍]ରେ ପରିବର୍ତ୍ତନ ହେତୁ ଭାରତୀୟ କମ୍ପାନୀମାନେ ବିଶ୍ୱ ବଜାରରେ ନିଜର ଉତ୍ପାଦ ବିକିବା ସହ ନୂତନ ଜ୍ଞାନକୌଶଳ ଆହରଣ କରି ବିଦେଶୀ କମ୍ପାନୀମାନଙ୍କୁ କିଣିବାରେ ସକ୍ଷମ ହୋଇଛନ୍ତି । ଆର୍ଥିକ ଉଦାରୀକରଣର ଏହିଗୁଡ଼ିକ ହେଲା ଯୁକ୍ତାତ୍ମକ ପ୍ରଭାବ । ସମାଜରେ ବଢ଼ୁଥିବା ଧନୀ-ଗରିବର ତାରତମ୍ୟ, ଭ୍ରଷ୍ଟାଚାର, ସର୍ବସାଧାରଣ ସମ୍ପତ୍ତି ଉପରେ ପ୍ରମୁଖ ଭାରତୀୟ ନିଜ କ୍ଷେତ୍ର କମ୍ପାନୀମାନଙ୍କର ଲୋଲୁପଦୃଷ୍ଟି ଏବଂ ସାଂସ୍କୃତିକ ପ୍ରଦୂଷଣ ସହ ଯୌଥ ପାରିବାରିକ ବ୍ୟବସ୍ଥାର ଭଙ୍ଗୁରତା ବୃଦ୍ଧିପାଇବା ଅତ୍ୟନ୍ତ ଚିନ୍ତାର ବିଷୟ । ନବେ ଦଶକର ଆରମ୍ଭରୁ ମୋର ଧ୍ୟାନ, ଅନୁଶୀଳନ ଓ ଗବେଷଣା ଭାରତର ଅର୍ଥନୈତିକ ବ୍ୟବସ୍ଥା, ବଜାର ଓ ଏହାର ପ୍ରଭାବ ଏବଂ ଗ୍ରାହକୀୟ ବ୍ୟବହାର ଉପରେ ରହିଛି । ବଜାର ବ୍ୟବସ୍ଥା ଓ ଗ୍ରାହକ ବ୍ୟବହାରର ଛାତ୍ର

Also from

Panda, Tapan Kumar

Also in

Personal Finance