• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Chinta Chetanara Swara

Chinta Chetanara Swara

Paperback

General Poetry

ISBN10: 1645607461
ISBN13: 9781645607465
Publisher: Black Eagle Books
Published: Sep 17 2025
Pages: 166
Weight: 0.44
Height: 0.38 Width: 5.50 Depth: 8.50
Language: Oriya

ଜୀବନରେ ଅନେକ କିଛି ଅନୁଭବ ଆସେ । କେବେକେବେ ଖୁସିର ଅନୁଭବ ତ କେବେକେବେ ଦୁଃଖର ଅନୁଭବ । କିଛି ଅନୁଭବ ଅନେକ ସମୟରେ ମନରେ କେବଳ ସ୍ମୃତି ହୋଇ ରହିଯାଆନ୍ତି । ଆଉ କେତେକ ଅନୁଭବ, ନିଜକୁ ପ୍ରତି ମୂହୁର୍ତ୍ତରେ ଉଦ୍ବେଳିତ କରନ୍ତି । ଯେଉଁ ଅନୁଭବ ସହିତ ଭାବପ୍ରବଣତା ସଂଯୁକ୍ତ ରହିଥାଏ, ଯେଉଁ ସବୁ ଅନୁଭବକୁ ଅଜାଗା ଘା' ଭଳି ଅନ୍ୟ କାହା ଆଗରେ କହି ହୁଏନି, ସେ ଅନୁଭବ ସମସ୍ତ ମନକୁ ସଦା ଆନ୍ଦୋଳିତ କରି ରଖନ୍ତି । ସେମାନେ ଶବ୍ଦ ସୃଷ୍ଟି କରନ୍ତି, ଶବ୍ଦକୁ ଖଞ୍ଜି ଦେଇ ବାକ୍ୟ ସୃଷ୍ଟି କରନ୍ତି ଓ ବେଳେବେଳେ ଗୀତ ଖଞ୍ଜି ସ୍ୱର ବି ଦିଅନ୍ତି । ସେତେବେଳେ ମନ ଅସ୍ଥିର ହୁଏ । ସେସବୁ ଅନୁଭବକୁ ଲେଖି ନ ପକାଇବା ପର୍ଯ୍ୟନ୍ତ ମନ ଆନ୍ଦୋଳିତ ରହୁଥାଏ, କିନ୍ତୁ ଲେଖି ସାରିବା ପରେ ପ୍ରଶାନ୍ତି ଆସେ, ମନ ସ୍ଥିର ହୁଏ । ଦୈନନ୍ଦିନ ଜୀବନର ଅନ୍ୟ ସବୁ ଦାୟିତ୍ୱ ଉପରେ ମନୋନିବେଶ କରିବାକୁ ସମୟ ମିଳେ ।

Also from

Das, Bigyani

Also in

General Poetry