• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Cuttack High Court Chhakaru Helsinki

Cuttack High Court Chhakaru Helsinki

Paperback

Business BiographiesBiographies GeneralLiterary Figures

ISBN10: 1645602664
ISBN13: 9781645602668
Publisher: Black Eagle Books
Published: Apr 18 2022
Pages: 98
Weight: 0.29
Height: 0.23 Width: 5.50 Depth: 8.50
Language: Oriya

ପଥ ଅତିକ୍ରମୁଥିବା ପାନ୍ଥ କେବେ କ'ଣ ପାନ୍ଥଶାଳାକୁ ନିଜ ଆବାସସ୍ଥଳୀ ମନେକରି ପାରେ? ବୋଧହୁଏ ନା! ଜୀବନ ଯାହା ପାଇଁ ଅସରନ୍ତି ଯାତ୍ରା ଆଉ ଅତିକ୍ରମଣ ତା' ପାଇଁ ସାମାନ୍ୟ ବିଶ୍ରାମ କ୍ଳାନ୍ତିକର ନିଶ୍ଚୟ । ମୁଁ ସେହି ସକ୍ରିୟ କର୍ମ-ଚଞ୍ଚଳ ବ୍ୟକ୍ତିତ୍ୱଟିର ରକ୍ତସହ ପରିଚିତି ରଖୁଥିବା ସାଧାରଣ 'ମୁଁ' । ହୃଦୟର ପ୍ରାଣତନ୍ତ୍ରୀରେ ଜ୍ଞାନର ଦୀପାଳୀ ଜାଳି ମୋ ଜୀବନର ସର୍ବାଂଶକୁ ଯେ ସ୍ୱତନ୍ତ୍ର ଔଜ୍ଜ୍ୱଲ୍ୟରେ ପରିପୂର୍ଣ୍ଣ କରିଛନ୍ତି, ସେହି ମୋ ବାପା ସ୍ୱର୍ଗତ ଲକ୍ଷ୍ମୀନାରାୟଣ ଚୌଧୁରୀ । ତାଙ୍କର ଦ୍ୱିତୀୟ କନ୍ୟା ଭାବରେ ମୋ ଅନ୍ତରାତ୍ମା ପୂରିଉଠେ । ଭିତରେ ଭିତରେ ଅଭିମାନ କରିବସେ ଆଭିଜାତ୍ୟସଂପନ୍ନ ଚୌଧୁରୀ ବଂଶଜ ହୋଇଥିବାରୁ ଏକ ପ୍ରକାର ଆତ୍ମସନ୍ତୋଷ ଲାଭ କରେ ମୁଁ । ଦିବଙ୍ଗତ ଲକ୍ଷ୍ମୀନାରାୟଣ ଚୌଧୁରୀଙ୍କ ଅଭିଭାବକତ୍ୱରେ ଜୀବନର ଏକ ସ୍ୱତନ୍ତ୍ର ପରିଚୟ ଖୋଜି ପାଇଥିବାରୁ । ଫୁଲ ଓ ଫଳର ମାଧୁର୍ଯ୍ୟ ଓ ସୌନ୍ଦର୍ଯ୍ୟର ସମସ୍ତ ମହାନ୍]ପଣ 'ବୃକ୍ଷ' ସହିତ ସନ୍ନିହିତ ଥାଏ । ଅନୁରୂପ ଭାବରେ ମୋ ଜୀବନ- ଆତ୍ମପ୍ରତିଷ୍ଠା- ପରିଚୟର ପ୍ରକୃତ ଶ୍ରେୟ ତାଙ୍କୁ ଯିବା ଉଚିତ ।

Also in

Business Biographies