Dhusara Saisaba
Paperback
General FictionLiterary Fiction
ISBN13: 9781645603672
Publisher: Black Eagle Books
Published: Feb 19 2023
Pages: 224
Weight: 0.64
Height: 0.51 Width: 5.50 Depth: 8.50
Language: Oriya
ଗୋବିନ୍ଦ ମିଶ୍ର କେବଳ ଆଧୁନିକ ହିନ୍ଦୀ ସାହିତ୍ୟର ନୁହନ୍ତି, ସମସାମୟିକ ଭାରତୀୟ ସାହିତ୍ୟର ଏକ ମୁର୍ଦ୍ଧନ୍ୟ ଓ ବଳିଷ୍ଠ ସ୍ୱର । ଦୀର୍ଘ ଛଅ ଦଶନ୍ଧିରୁ ଅଧିକ କାଳ ଧରି ସେ ସାହିତ୍ୟ ସାଧନାରେ ନିମଗ୍ନ । ଉଚ୍ଚ ପ୍ରଶାସନିକ ପଦପଦବୀରେ ରହିସୁଦ୍ଧା ଚିନ୍ତା ଓ ଚେତନାରେ ସେ ସଦାବେଳେ ମାଟିମନସ୍କ ଓ ସାମାଜିକ ସତ୍ୟାନୁସନ୍ଧାନୀ । ତାହା ତାଙ୍କର ଗଳ୍ପ ଓ ଉପନ୍ୟାସ ଉଭୟରେ ବାରମ୍ବାର ପାଠକମାନେ ଦେଖିବାକୁ ପାଇଥାନ୍ତି ।୧୯୬୦ ଦଶକ ବେଳକୁ ହିନ୍ଦୀ ସାହିତ୍ୟରେ ଯେଉଁ ନୂଆ ପରୀକ୍ଷାନିରୀକ୍ଷା ଆରମ୍ଭ ହୋଇଥିଲା, ସେଥିରେ ପରମ୍ପରାବାଦୀଙ୍କ ବିରୁଦ୍ଧରେ 'ନୟୀ କହାନୀ' ଆନ୍ଦୋଳନର ପ୍ରବକ୍ତାମାନେ ଦୃଢ଼ ସ୍ୱର ଉତ୍ତୋଳନ କରିଥିଲେ ।
ଆଲୋଚିତ ଉପନ୍ୟାସ 'ଧୂଲ୍ ପୌଧୋଁ ପର' ସମ୍ପୂର୍ଣ୍ଣ ରୂପେ ଏକ ପରୀକ୍ଷାନିରୀକ୍ଷାଧର୍ମୀ ସାମାଜିକ- ମନସ୍ତାତ୍ତ୍ୱିକ ଉପନ୍ୟାସ ଯେଉଁଥିରେ ଜଣେ ନାରୀର ଏକକ ସଂଗ୍ରାମକୁ ଅତି ନିଖୁଣ ଭାବେ ଚିତ୍ରିତ କରାଯାଇଛି । ନିଜ ସହ ଜଣେ ସଂଘର୍ଷ କରୁଥିବା ନାରୀ ନିଜ ପରିବାର ଓ ସମାଜ ସହ ଯେତେବେଳେ ସାମ୍]ନା କରେ, ସେ ସଂଘର୍ଷ କରେ, ତା'ସହିତ କେହି ସହଯୋଦ୍ଧା ନଥାନ୍ତି । ଏପରିକି ସମୟ ମଧ୍ୟ ହାତ ଛାଡ଼ିଦିଏ । ସ୍ଥାନ, କାଳ ଓ ପାତ୍ର ଏକ ଚକ୍ରବ୍ୟୂହ ରଚନା କରନ୍ତି ଓ ନିଷ୍ପାପ ଅଭିମନ୍ୟୁଟି ଯୁଦ୍ଧ କରିଚାଲେ । କିନ୍ତୁ ଏ ଯୁଦ୍ଧରେ ଅଭିମନ୍ୟୁ ସପ୍ତରଥୀଙ୍କ ଦ୍ୱାରା ନିପାତ ହୁଏନାହିଁ । ବରଂ ସେ ସମୟ ଓ ସମାଜ ନିକଟରେ ନିଜର ଯଥାର୍ଥ
Also from
Mishra, Govind
Also in
Literary Fiction
Elizabeth Spencer: Novels & Stories (Loa #344): The Voice at the Back Door / The Light in the Piazza / Knights and Dragons / Stories
Spencer, Elizabeth
Hardcover
James Fenimore Cooper: The Leatherstocking Tales Vol. 1 (Loa #26): The Pioneers / The Last of the Mohicans / The Prairie
Cooper, James Fenimore
Hardcover
The Underworld U.S.A. Trilogy, Volume I: American Tabloid, the Cold Six Thousand; Introduction by Thomas Mallon
Ellroy, James
Hardcover
The Strange Case of Dr. Jekyll and Mr. Hyde and Other Stories (Barnes & Noble Classics Series)
Stevenson, Robert Louis
Paperback
Philip Roth: Novels 1973-1977 (Loa #165): The Great American Novel / My Life as a Man / The Professor of Desire
Roth, Philip
Hardcover
The Patrick Melrose Novels: Never Mind, Bad News, Some Hope, and Mother's Milk
St Aubyn, Edward
Paperback
