Kuntinka Will
Paperback
General FictionLiterary Fiction
ISBN13: 9781645606529
Publisher: Black Eagle Books
Published: Feb 7 2025
Pages: 124
Weight: 0.34
Height: 0.29 Width: 5.50 Depth: 8.50
Language: Oriya
ଉମାକାନ୍ତ ବାବୁ ଖୁବ୍ ବିଳମ୍ବରେ - ପ୍ରାୟ ୧୯୮୬ ମସିହାରେ ସାହିତ୍ୟରେ ମନୋନିବେଶ କଲେ । ଅନେକ କ୍ଷୁଦ୍ରଗଳ୍ପ, ନିବନ୍ଧ, ରମ୍ୟ ରଚନାର ସ୍ରଷ୍ଟା ଉମାକାନ୍ତ ବାବୁ ଜଣେ ସ୍ତମ୍ଭକାର ଭାବେ ବିଭିନ୍ନ ବିଷୟର ଅନୁଶୀଳନ କରି ନାନାଦି ପ୍ରାସଙ୍ଗିକ ଅଥଚ ସର୍ବସାଧାରଣରେ ଅବିଦିତ ତଥ୍ୟ ପରିବେଷଣ କରି ଏକ ବୃହତ୍ ପାଠକ ଗୋଷ୍ଠୀର ଶ୍ରଦ୍ଧାଭାଜନ ହୋଇପାରିଥିଲେ । ତାଙ୍କର କ୍ଷୁଦ୍ର ଗଳ୍ପଗୁଡ଼ିକ ଅନବଦ୍ୟ । ସେଥିରେ ସେ କଥକ ପରି ଚରିତ୍ରମାନଙ୍କୁ ଟିକିଏ ଦୂରରୁ (କିନ୍ତୁ ଏତେ ଦୂରୁ ନୁହେଁ ଯେ ସେମାନେ ଇତର ଲୋକ ବା ଅନାତ୍ମୀୟ ପରି ଦିଶିବେ) ଦେଖି ସେମାନଙ୍କର ନିତିଦିନିଆ ଜୀବନ ଓ ତା'ର ଅନ୍ତରାଳରେ ଥିବା ଜୀବନର ଚିତ୍ର ଉପସ୍ଥାପନ କରନ୍ତି । ଶୈଳୀ କଥକର ଶୈଳୀ ପରି - କାହାଣୀଟିକୁ ବିନା ବାକ୍ୟାଡମ୍ବରରେ ଓ ସଂକ୍ଷେପରେ କହିବା ସେ ଶୈଳୀର ଲକ୍ଷ୍ୟ । ଉମାକାନ୍ତ ବାବୁ ତିନିଟି ଖୁବ୍ ଅସାଧାରଣ ଓ ସାର୍ଥକ ଉପନ୍ୟାସର ରଚୟିତା ମଧ୍ୟ ।ଓଡ଼ିଆ ବ୍ୟତୀତ ଇଂରାଜୀ, ହିନ୍ଦୀ, ଉର୍ଦ୍ଦୁ ଓ ବଙ୍ଗଳା ଭାଷାରେ ସେ ବିଶେଷ ବ୍ୟୁତ୍ପତ୍ତି ଲାଭ କରିଥିଲେ । ଉର୍ଦ୍ଦୁର ମହାନ୍ କବି ମୀର୍ଜା ଗାଲିବ୍]ଙ୍କର କବିତାର ସେ ଓଡ଼ିଆ ରୂପାନ୍ତର କରିଛନ୍ତି ଏବଂ ଗାଲିବ୍ ତଥା ଅନ୍ୟାନ୍ୟ ସମକାଳୀନ ଉର୍ଦ୍ଦୁ କବିଙ୍କର ଅନନ୍ୟ କବି ପ୍ରତିଭାର ପ୍ରବକ୍ତା ଭାବେ ସେ ୧୯୯୯ ମସିହାରେ ଗାଲିବ୍]ଙ୍କର ଦ୍ୱିତୀୟ ଶତବାର୍ଷିକ ଜୟନ୍ତୀକୁ ଭାରତ ସରକାରଙ୍କ ଦ୍ୱାରା ବିଶେଷ ଭାବେ ନିମନ୍ତ୍ର
Also from
Mahapatra, Umakanta
Also in
Literary Fiction
Elizabeth Spencer: Novels & Stories (Loa #344): The Voice at the Back Door / The Light in the Piazza / Knights and Dragons / Stories
Spencer, Elizabeth
Hardcover
James Fenimore Cooper: The Leatherstocking Tales Vol. 1 (Loa #26): The Pioneers / The Last of the Mohicans / The Prairie
Cooper, James Fenimore
Hardcover
The Underworld U.S.A. Trilogy, Volume I: American Tabloid, the Cold Six Thousand; Introduction by Thomas Mallon
Ellroy, James
Hardcover
The Strange Case of Dr. Jekyll and Mr. Hyde and Other Stories (Barnes & Noble Classics Series)
Stevenson, Robert Louis
Paperback
Philip Roth: Novels 1973-1977 (Loa #165): The Great American Novel / My Life as a Man / The Professor of Desire
Roth, Philip
Hardcover
The Patrick Melrose Novels: Never Mind, Bad News, Some Hope, and Mother's Milk
St Aubyn, Edward
Paperback
