Labanyabati
Paperback
Poetry CriticismGeneral Poetry
ISBN13: 9781645604532
Publisher: Black Eagle Books
Published: Sep 19 2023
Pages: 314
Weight: 0.88
Height: 0.70 Width: 5.50 Depth: 8.50
Language: Oriya
ରୀତିଯୁଗୀୟ କାବ୍ୟ ପରମ୍ପରା ଓ କବିମାନଙ୍କୁ ଅନୁସରଣ କରିଥିଲେ ମଧ୍ୟ କାବ୍ୟର ସମସ୍ତ ବିଭାଗରେ ଯେଉଁ ଅପୂର୍ବ ସଫଳତା ହାସଲ କରିଛନ୍ତି, ତାହା ସମଗ୍ର ଓଡ଼ିଆ ସାହିତ୍ୟରେ ବିରଳ । ଉପେନ୍ଦ୍ରଙ୍କ ଶବ୍ଦ ପାଣ୍ଡିତ୍ୟ, ଛନ୍ଦ ଓ ବନ୍ଧର ବୈଚିତ୍ର]୍ୟ, ଶବ୍ଦାଳଙ୍କାର ଓ ଅର୍ଥାଳଙ୍କାରରେ ଅଦୃଷ୍ଟପୂର୍ବ କୃତିତ୍ୱ, ଶୃଙ୍ଗାର ରସର ପୁଷ୍କଳ ପରିବେଷଣ, ପ୍ରକୃତି ଚିତ୍ରଣ, ବର୍ଣ୍ଣନା ଚାତୁରୀ, ରଚନା ଶୈଳୀରେ ବିଦଗ୍]ଧ ସୁଲଭ ଆଭିଜାତ୍ୟ ନିକଟରେ ଅନ୍ୟ କବିଙ୍କ ପ୍ରତିଭା ତୁଚ୍ଛ ମନେହୋଇଥାଏ ।
ଉପେନ୍ଦ୍ର କାବ୍ୟ କୋଣାର୍କର ରସମୟୀ, ଛନ୍ଦମୟୀ, ଲାସ୍ୟମୟୀ, ହାସ୍ୟମୟୀ ଅନନ୍ୟ ଲଳନା ହେଉଛି 'ଲାବଣ୍ୟବତୀ' । ଲାବଣ୍ୟବତୀ ଭଳି କାବ୍ୟ ନାୟିକା ଓଡ଼ିଆ ସାହିତ୍ୟରେ ବିରଳ ସୃଷ୍ଟି । ଉପେନ୍ଦ୍ରଙ୍କ କାଳ୍ପନିକ ସୃଷ୍ଟି ଲାବଣ୍ୟବତୀ, ତାଙ୍କର ସମଗ୍ର ସୃଷ୍ଟିକୁ ଅତିକ୍ରମ କରାଯାଇଥିବା ମନେହୁଏ । ଲାବଣ୍ୟବତୀକୁ ସେ ୪୮ଗୋଟି ଛାନ୍ଦରେ ସମ୍ପୂର୍ଣ୍ଣ କରିଛନ୍ତି । ଉପେନ୍ଦ୍ରଭଞ୍ଜଙ୍କ ସମଗ୍ର କାବ୍ୟ ମଧ୍ୟରେ ଲାବଣ୍ୟବତୀର ସ୍ଥାନ ସ୍ୱତନ୍ତ୍ର ଏକ ସ୍ୱତନ୍ତ୍ର ମହିମାରେ ସେ ମହିମାନ୍ୱିତ । ଏହା ଉପେନ୍ଦ୍ର କାବ୍ୟମାନସର ସର୍ବଶ୍ରେଷ୍ଠ ଉପହାର ଓଡ଼ିଶାବାସୀଙ୍କୁ । ପ୍ରାୟ ୩୦୦ ବର୍ଷ ପୂର୍ବେ ରଚିତ ଏ କାବ୍ୟ, ଏକ ବିଂଶ ଶତାବ୍ଦୀରେ ମଧ୍ୟ ଏହାର ଆଦର ଅକ୍ଷୁଣ୍ଣ ରହିଛି । ଏ କାବ୍ୟକୁ ଆଜି ମଧ୍ୟ ଓଡ଼ିଶାର ବିଭିନ୍ନ ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀ
Also from
Bhanja, Kabisamrat Upendra
Also in
General Poetry
Dante's Vita Nuova, New Edition: A Translation and an Essay
Pitavy, Francois
Alighieri, Dante
Paperback
The Beauty of the Husband: A Fictional Essay in 29 Tangos (by the Winner of the Nobel Prize in Literature)
Carson, Anne
Paperback
Sounding the Seasons Enlarged Edition: One Hundred and Ten Sonnets for the Christian Year
Guite, Malcolm
Paperback
Decreation: Poetry, Essays, Opera (by the Winner of the Nobel Prize in Literature)
Carson, Anne
Paperback
Lao Tzu: Tao Te Ching: A Book about the Way and the Power of the Way
Le Guin, Ursula K.
Lao Tzu
Paperback
Autobiography of Red: A Novel in Verse (by the Winner of the Nobel Prize in Literature)
Carson, Anne
Paperback
