• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
London Chithi

London Chithi

Paperback

Travel WritingEastern Europe

ISBN10: 1645604942
ISBN13: 9781645604945
Publisher: Black Eagle Books
Published: Dec 21 2023
Pages: 156
Weight: 0.45
Height: 0.36 Width: 5.50 Depth: 8.50
Language: Oriya

ଲଣ୍ଡନରେ ଥିବାବେଳେ ଛାତ୍ର, ଶିକ୍ଷକ, ସାଥୀ, ଶୁଭେଚ୍ଛୁ ଅନେକଙ୍କଠାରୁ ଚିଠି ପାଉଥିଲି, ଆପଣ ଆଉ ଲେଖନ୍ତୁ, ବିଲାତ କଥା ବେଶୀ କରି ଜଣାନ୍ତୁ; ସୁଖୀ ହୁଏ । କାମ କରି କରି ଚିଟା ଲାଗିଲେ ଏଠି ସେଠି ବସି ଯା' ଆଖିକୁ ଦିଶେ, ଯା' ଅନୁଭୂତିରେ ଆସେ ଲେଖି ଦେଉଥିଲି । କେତେବେଳେ ଗଛ ମୂଳରେ କେତେବେଳେ ପାର୍କ ପଡ଼ିଆରେ, କେବେ ଲାବୋରେଟୋରୀରେ; କେବେ ଅବା ଶନିବାରର ସନ୍ଧ୍ୟା ବିଛଣା ପରେ । ତହିଁରେ ମନ ମେଣ୍ଟିବା ସଙ୍ଗେ ଅବସାଦ ବି ମେଣ୍ଟି ଯାଉଥିଲା । ଯା' ଅଙ୍ଗେ ଲିଭାଇଛି, ଲେଖିଛି । ଅନୁଭୂତି ସଂପୂର୍ଣ୍ଣ ବ୍ୟକ୍ତିଗତ, ନିଜର । ଏହା ବିଲାତ ଜୀବନର 'ବେଦଗାର' ନୁହେଁ, ଜଣକର ଅନୁଭୂତି ମାତ୍ର । ବିଲାତ ଛଡ଼ା ଫ୍ରାନ୍]ସ ବିଷୟରେ ଏଥିରେ ଦୁଇଚାରି କଥା ମଧ୍ୟ ଅଛି ।

Also from

Dhal, Golok Bihari

Also in

Travel Writing