• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Muhurte Moksha

Muhurte Moksha

Paperback

Poetry CriticismGeneral Poetry

ISBN10: 1645604756
ISBN13: 9781645604754
Publisher: Black Eagle Books
Published: Nov 10 2023
Pages: 94
Weight: 0.28
Height: 0.23 Width: 5.50 Depth: 8.50
Language: Oriya

ଭାବ କେତେବେଳେ ଛଳଛଳ ତ ଆଉ କେତେବେଳେ ସ୍ତବ୍ଧ। ତାହା ତରଙ୍ଗାୟିତ ହୋଇ ଉଠେ ତ ଧ୍ଵନି ସୃଷ୍ଟି କରେ । ଶବ୍ଦ ଧ୍ଵନିରେ ଝଙ୍କାର ତୋଳେ । ସେ ଭାବ ଏକ ତନ୍ମୟୀ ଭାବ ।ମନ ପ୍ରାଣକୁ ଚହଲାଇ ଦିଏ ।ଶ୍ରୋତା ଶୁଣେ ତ ହୃଦୟ ଭିତରକୁ ନେଇ ଗୁଣୁଗୁଣୁ ହୁଏ ଏକ ଆତ୍ମୀୟ ଭାବ ସ୍ପନ୍ଦନରେ ।ଏହି ସ୍ପନ୍ଦନ ତିଆରି କରିବାର ସାମର୍ଥ୍ୟ ଯେଉଁ ଭାବରେ ଥାଏ ତାହା ହିଁ ତାହାରି ଐଶ୍ୱର୍ଯ୍ୟ । ତାହା ହିଁ ଛିଡ଼ା ହୋଇ ଯାଏ କବିତାର ରୂପ ଓ ଗୁଣର ଅଧିକାରିଣୀ ହୋଇ । ଆଉ ଭାବ ଯେତେବେଳେ ମନ ପ୍ରାଣ ଭିତରେ ସ୍ତବ୍ଧ ହୋଇ ରହିଥାଏ ତାହା କ'ଣ ଗୋଟିଏ ଗଢିବାର ବା ନୂଆ ଏକ ସ୍ରୋତ ତିଆରି କରିବାର ପରିକଳ୍ପନାରେ ରହିଥାଏ । ଏଥି ପାଇଁ ଶବ୍ଦ ଖୋଜେ ବା ଶବ୍ଦମାନେ ଚଢ଼େଇ ପରି ତା ପାଖକୁ ଉଡ଼ିଉଡ଼ି ଆସନ୍ତି । ସେମାନଙ୍କ ଭାବ ଧ୍ବନି ଆଉ କଣ କି ? ତାହା ତ ଅନ୍ତରାତ୍ମାର ଧ୍ଵନି ! ଭାବ ସମ୍ପଦ ଓ ଶବ୍ଦ ମିଶି ଗଢନ୍ତି ଯେଉଁ ପ୍ରତିମା, ତାହା ଚଳମାନ ଓ ସବାକ ନୈରାତ୍ମା-ତାହା ବୋଧ ହୁଏ କବିତା !

Also in

Poetry Criticism