• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Dasa Sikh Guru: Jibanee O Darshana

Dasa Sikh Guru: Jibanee O Darshana

Paperback

Biographies GeneralReligious Biographies

ISBN10: 1645606929
ISBN13: 9781645606925
Publisher: Black Eagle Books
Published: May 5 2025
Pages: 178
Weight: 0.47
Height: 0.41 Width: 5.50 Depth: 8.50
Language: Oriya

ସବୁ ସମୟରେ ସବୁଯୁଗରେ ବିଶ୍ୱଗୁରୁମାନଙ୍କର ମହାବାକ୍ୟର ସ୍ୱତଃସ୍ଫୁର୍ତ୍ତ ପ୍ରବାଦ ଜନଜୀବନକୁ ସ୍ପର୍ଶ କରିଛି । ଏହି ସ୍ପର୍ଶରେ ବ୍ୟକ୍ତିଗତ ଜୀବନରେ ରୂପାନ୍ତରଣ ଆସିଛି, ସାମାଜିକ-ସାଂସ୍କୃତିକ ଜୀବନ ବିବର୍ତ୍ତିତ ହୋଇଛି ଏବଂ ବିଶ୍ୱଚେତନା ସଂପ୍ରସାରିତ ହୋଇଛି । ଐଶ୍ୱରୀୟ ସଂକଳ୍ପ ଫଳରେ ଏସବୁ ସମ୍ଭବ ହେଉଥିଲେ ମଧ୍ୟ ଅଳ୍ପ କେତେକ ଦିବ୍ୟପୁରୁଷଙ୍କ ସାରସ୍ୱତ ଯୋଜନା ଏ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିଥାଏ । ଗୁରୁଦେବ ବାସ୍]ୱାନୀ ସେହିପରି ଜଣେ ବିଶ୍ୱବିଶ୍ରୁତ ଆଧ୍ୟାତ୍ମିକ ଅଗ୍ରଦୂତ । ସବୁପ୍ରକାର ଧାର୍ମିକ ଚେତନା ମଧ୍ୟରେ ରହିଥିବା ଐକ୍ୟ ଏବଂ ବିଶ୍ୱର ବିଭିନ୍ନ ଗୋଷ୍ଠୀ ମଧ୍ୟରେ ସଂପ୍ରୀତିର ଯେଉଁ ଅନ୍ତଃସଲୀଳ ପ୍ରବାହମାନ, ସେ ଦିଗରେ ଆମର ମାନସିକତାକୁ ଗତିଶୀଳ କରିଛନ୍ତି ସାଧୁ ବାସୱାନୀ । ପୁଣି ଏହି ଦିବ୍ୟ ପ୍ରୟାସ ପ୍ରସାରିତ ରୂପ ନେଇଛି ଦାଦା ଜେ.ପି. ବାସୱାନୀଙ୍କ ରଚନା ଓ ସମ୍ଭାଷଣ ମାଧ୍ୟମରେ ।

Also in

Biographies General