Drasta: Odia translation of The Prophet
Paperback
Poetry CriticismGeneral Poetry
ISBN13: 9781645605324
Publisher: Black Eagle Books
Published: Mar 14 2024
Pages: 100
Weight: 0.30
Height: 0.24 Width: 5.50 Depth: 8.50
Language: Oriya
ପ୍ରାଚ୍ୟର ଓ ମଧ୍ୟପ୍ରାଚ୍ୟର ଦର୍ଶନର ଅପୂର୍ବ ସମନ୍ୱୟରେ ଏହି ଗ୍ରନ୍ଥଟି ସମୃଦ୍ଧ । ଏହା ଏକ ଅଭିରୁଚି ସମ୍ପନ୍ନ ଗ୍ରନ୍ଥର ମାନ୍ୟତାପ୍ରାପ୍ତ । ଶ୍ରୀମଦ୍ ଭଗବଦ୍ ଗୀତା ଓ ଉପନିଷଦୀୟ ଚିନ୍ତାଧାରାର ଅପୂର୍ବ ସମନ୍ୱୟରେ ଏହା ପରିପୁଷ୍ଟ ।
ଜିବ୍ରାନଙ୍କର ଦ୍ରଷ୍ଟା ସହିତ ରବୀନ୍ଦ୍ରନାଥ ଟାଗୋରଙ୍କର ଗୀତାଂଜଳିର ତୁଳନା କରିଛନ୍ତି ନୋବେଲ ବିଜୟୀ ଫରାସୀ ସାହିତ୍ୟିକ ଆଁନ୍ଦ୍ରେଜିଦ୍ । ସିଏ କହିଛନ୍ତି 'ଗୀତାଂଜଳି'ର ପ୍ରାଚ୍ୟ ଏତେ ମଧୁର ସ୍ୱରରେ ଆଉ କେବେ କଥା କହିନି । ଗୀତାଂଜଳି (୧୯୧୩) ଓ ଦ୍ରଷ୍ଟା (୧୯୨୩), ଏହି ଦୁଇଟି କାବ୍ୟଗ୍ରନ୍ଥ ପ୍ରକାଶିତ ହୋଇଛି ଏକ ଯୁଗର ବ୍ୟବଧାନରେ । ଏହି ସମୟର ମଝିରେ ଜଗତ୍]ବିଖ୍ୟାତ ଦୁଇଜଣଯାକ କବିଙ୍କର ଦେଖା ହୋଇଛି ଏକାଧିକବାର । ସେମାନଙ୍କର ସାକ୍ଷାତକାର ସମ୍ପର୍କରେ ଜିବ୍ରାନ କହନ୍ତି, ରବୀନ୍ଦ୍ରନାଥ ଟାଗୋରଙ୍କ ସହିତ ମୋର ଦେଖା ହୋଇଛି । ସିଏ ମୋତେ ତାଙ୍କର କେତୋଟି କବିତା ପଢ଼ିକରି ଶୁଣାଇଛନ୍ତି ।୍]
ଜିବ୍ରାନଙ୍କର ଜୀବନୀକାରଙ୍କ ଲେଖାରୁ ଜଣାଯାଏ, ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନ ନେଇ ସେମାନଙ୍କ ମଧ୍ୟରେ ଦୀର୍ଘ ଆଲୋଚନା ଓ ମତ ବିନିମୟ ହୋଇଛି ।
ଜିବ୍ରାନଙ୍କର ଏହି ପ୍ରସିଦ୍ଧ ପୁସ୍ତକଟିର ବିଷୟବସ୍ତୁ ଯାହା ପ୍ରଶ୍ନ-ଉତ୍ତର ଛଳରେ ୨୬ଟି ଗଦ୍ୟ-କବିତା (କାବ୍ୟିକ-ପ୍ରବନ୍ଧ) ମଧ୍ୟ ଦେଇ ଗଢ଼ି ଉଠିଛି । ତାହା ପ୍ରକାଶ ପାଇବା ଏବେ ଶହେ ବର୍ଷ ପୂର୍ଣ୍ଣ ହେଲା । ରେକର୍ଡ଼ ଅନୁସାରେ ୧୯୨୩ ମସିହାରେ ଯ
Also from
Pattanayak, Manoranjan
Pablo Neruda: 100ti Prema Sonnet O Kodieti Kabita Premara Ebam Gotie Gita Hatashara
Neruda, Pablo
Paperback
Also in
General Poetry
Dante's Vita Nuova, New Edition: A Translation and an Essay
Pitavy, Francois
Alighieri, Dante
Paperback
Sounding the Seasons Enlarged Edition: One Hundred and Ten Sonnets for the Christian Year
Guite, Malcolm
Paperback
They Bloom Because of You: Poems on the Infinite Love, Growth, and Magic of Motherhood
Urlichs, Jessica
Paperback
Lao Tzu: Tao Te Ching: A Book about the Way and the Power of the Way
Lao Tzu
Le Guin, Ursula K.
Paperback
