• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Duiti Nataka: Kalajanha O Mala Akasha

Duiti Nataka: Kalajanha O Mala Akasha

Paperback

PlaywritingScreenplays

ISBN10: 1645604411
ISBN13: 9781645604419
Publisher: Black Eagle Books
Published: Aug 31 2023
Pages: 136
Weight: 0.40
Height: 0.32 Width: 5.50 Depth: 8.50
Language: Oriya

କଳାଜହ୍ନ' ୧୯୭୬ ଫେବ୍ରୁଆରି ୨୧ ଓ ୨୨ରେ ଗଞ୍ଜାମ କଳା ପରିଷଦ ଦ୍ୱାରା ନାଟ୍ୟକାରଙ୍କ ନିର୍ଦ୍ଦେଶନାରେ ଅଭିନୀତ ହୋଇଛି । ପୁଣି ୧ । ୪ । ୧୯୭୬ରେ ରବୀନ୍ଦ୍ର ମଣ୍ଡପରେ ମଧ୍ୟ ଅଭିନୀତ ହୋଇଛି । ମଲା ଆକାଶ' ୧୮ । ୬ । ୧୯୭୬ରେ ଗଞ୍ଜାମ କଳା ପରିଷଦ ଆନୁକୂଲ୍ୟରେ ଓଡ଼ିଶା ସଂଗୀତ ନାଟକ ଏକାଡେମୀର ଆଲୋକ ଓ ଶବ୍ଦଗ୍ରହଣ ତଥା ନାଟ୍ୟକାର ଶ୍ରୀଯୁକ୍ତ ମହାନ୍ତିଙ୍କ ନିର୍ଦ୍ଦେଶନାରେ ଜୟପୁରରେ ଅଭିନୀତ ହୋଇଛି । ଇଂରାଜୀ ଭାଷା-ସାହିତ୍ୟ ଓ ସରଙ୍ଗମଞ୍ଚ ସଂପର୍କରେ ଗଭୀର ଅନୁଭବ ଥିବା ଏହି କଳାପ୍ରାଣ ବ୍ୟକ୍ତି କ'ଣ ପାଇଁ ଆଉ ନାଟକ ଲେଖିବାକୁ ମନ ବଳାଇ ନାହାନ୍ତି ଆମେ ଜାଣୁନା ମାତ୍ର ପାନ ଗୁଆ ଖର୍ଚ୍ଚ ହିସାବରୁ ଭୋଜିର ବିଶାଳତା ଅନୁମାନ କରିବା ଭଳି ଏ ଦୁଇଟି ନାଟକରୁ ତାଙ୍କର ଚିନ୍ତା ଓ ପ୍ରକାଶ ଭଙ୍ଗୀରେ ନୂତନତା ଆମେ ଖୋଜି ପାଇବା । କଳାଜହ୍ନ' ସେ ସମୟର ଉଚ୍ଚପ୍ରଶଂସିତ ନାଟକ, ଯେଉଁ ନାଟକ ମାଧ୍ୟମରେ ଅନେକ ଅଭିନେତା ଅଭିନେତ୍ରୀ ନାଟକ ଜଗତରେ ଆଦ୍ୟପାଦ ସ୍ଥାପିଥିଲେ । ଏହି ସମୟରେ ପ୍ରଫେସର ମହାନ୍ତି ପାଶ୍ଚାତ୍ୟ ନାଟ୍ୟତତ୍ତ୍ୱ ଓ ନାଟକ ସଂପର୍କରେ ଶିକ୍ଷାଦାନ କରିଛନ୍ତି । ରେଭେନ୍]ସା କଲେଜରେ ଅନେକ ଅନୂଦିତ ପାଶ୍ଚାତ୍ୟ ନାଟକ ଅଭିନୀତ ହୋଇଛି ଯାହା ସହିତ ସେ ଜଡ଼ିତ ହୋଇଛନ୍ତି । ଦୀର୍ଘଦିନର ନାଟ୍ୟାନୁରାଗକୁ ନେଇ ସେ ଲେଖିଛନ୍ତି କେତୋଟି ନାଟକ

Also from

Mohanty, Prafulla Kumar

Also in

Playwriting