• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Hamsaduta

Hamsaduta

Paperback

Poetry CriticismGeneral Poetry

ISBN10: 1645605299
ISBN13: 9781645605294
Publisher: Black Eagle Books
Published: Mar 14 2024
Pages: 118
Weight: 0.35
Height: 0.28 Width: 5.50 Depth: 8.50
Language: Oriya

'ହଂସଦୂତ' ସଂସ୍କୃତ ସାହିତ୍ୟର ଗୋଟିଏ ପ୍ରତିଷ୍ଠିତ ଦୂତକାବ୍ୟ । ମହାକବି କାଳିଦାସଙ୍କର 'ମେଘଦୂତ'ର ଅନୁସରଣରେ ଦୂତକାବ୍ୟ ସୃଷ୍ଟି ହେବାର ପରମ୍ପରା ଆରମ୍ଭ ହୋଇଥିଲା । ବୈଷ୍ଣବ ଯୁଗର ସମସ୍ତ କାବ୍ୟ ଗଢ଼ିଉଠିଛି ରାଧାକୃଷ୍ଣଙ୍କ ପ୍ରେମର ଅଫୁରନ୍ତ ଲୀଳା ରହସ୍ୟକୁ ଅବଲମ୍ବନ କରି; ତାହା ବୋଲି ବୈଷ୍ଣବ ପ୍ରେମକାବ୍ୟ ଖାଲି ବୈକୁଣ୍ଠର ସଂପଦ ନୁହେଁ । ପାର୍ôଥବ ଜୀବନର ଦୈନନ୍ଦିନ ଗତିପଥରେ ନରନାରୀଙ୍କର ହୃଦୟରେ ଯେଉଁ ଚିରନ୍ତନ ପ୍ରେମର ଘାତପ୍ରତିଘାତ ଚାଲିଛି, ତା'ର ଅନ୍ତରରେ ନିଗୂଢ଼ ସତ୍ୟ ରୂପାୟିତ ହୋଇଛି ଦେବତାଙ୍କ ଉଦ୍ଦେଶ୍ୟରେ ଗୁନ୍ଥା ସେହି ପ୍ରେମର ପୁଷ୍ପ-ମାଳାରେ । ଦେବତାଙ୍କ ଉଦ୍ଦେଶ୍ୟରେ ରଚିତ ପ୍ରେମ-କାବ୍ୟର ସେହି ଖଣିରେ ଲୁଚି ରହିଛି ମଣିଷ ପ୍ରାଣର କଥା ।

Also in

Poetry Criticism