Ichhapatra
Paperback
General FictionLiterary Fiction
ISBN13: 9781645607762
Publisher: Black Eagle Books
Published: Nov 26 2025
Pages: 128
Weight: 0.34
Height: 0.30 Width: 5.50 Depth: 8.50
Language: Oriya
ରୋଜାଲିନି ମିଶ୍ରଙ୍କର ପ୍ରଥମ ଉପନ୍ୟାସ ତାଙ୍କର ପ୍ରଥମ ଗଳ୍ପ ସଂକଳନ ଭଳି ବିସ୍ମୟକର। ଆଂଗିକ ଦୃଷ୍ଟିରୁ ଉପନ୍ୟାସଟିର ଗଠନ ଖୁବ୍ ନିର୍ଭୁଲ୍ ଓ ଏହା ସୁଖପାଠ୍ୟ ନିଶ୍ଚୟ। ଏ କାହାଣୀ ଆମ ପିଢ଼ିର ପାଠକମାନଙ୍କୁ ଧରି ରଖିବାର ସାମର୍ଥ୍ୟ ରଖେ। ରୋଜାଲିନିଙ୍କର ଲେଖକୀୟତାର କ୍ରମ ବିବର୍ତ୍ତନର ଏହା ଏକ ଅପୂର୍ବ ନିଦର୍ଶନ। ତାଙ୍କର ଗପସବୁ ଭଳି ଏ ଉପନ୍ୟାସ ବି ପ୍ରଚୁର ଆଦୃତି ପାଉ, ଏହା ହିଁ କାମନା। --ଡ. ହିରଣ୍ମୟୀ ମିଶ୍ର, ବରିଷ୍ଠ ସାହିତ୍ୟିକା
କଥାଶିଳ୍ପୀ ରୋଜାଲିନିଙ୍କ କଥାସମୂହର ଜୀବନ୍ମୟତା ହିଁ ତାଙ୍କ ଗପଗଢ଼ଣର ପ୍ରମୁଖ ଆକର୍ଷଣ। ସୂକ୍ଷ୍ମ ଚିନ୍ତନ ତଥା ମୁକ୍ତ ମନନରୁ ସୃଷ୍ଟ କଥାବସ୍ତୁ ଏକ ନିରୁତା ଭାବାବେଗ ଓ ନିଆରା ପ୍ରେମାନୁରାଗର ଛୁଆଁ ପାଇ ସରଳ, ସାବଲୀଳ ଗତିରେ ଗତିଶୀଳ ହୋଇ ଏକ ଅପୂର୍ବ ନାନ୍ଦନିକତାରେ ପାଠକମାନଙ୍କୁ ଅଭିଭୂତ କରେ। ଈଶ୍ୱର କରନ୍ତୁ - ରୋଜାଲିନିଙ୍କ ସର୍ଜନାର ପୃଥିବୀ ଆହୁରି ସବୁଜେଇଯାଉ, ଆହୁରି ପରିପୁଷ୍ଟ ହେଉ, ଆହୁରି ବ୍ୟାପ୍ତ ହେଉ। --ଡ. ମଞ୍ଜୁ ପଣ୍ଡା, କଥାକାର
ଉପନ୍ୟାସଟି ପଢିଲା ବେଳେ ପୃଷ୍ଠା ପରେ ପୃଷ୍ଠା ଲେଉଟି ଚାଲେ ଆପେ ଆପେ। ପାଠକ ବାନ୍ଧି ହୋଇଯାଏ ବିଂଶ ଶତାବ୍ଦୀର ପଞ୍ଚମ / ଷଷ୍ଠ ଦଶକର ଗାଉଁଲି ଓଡ଼ିଆ ପରିବେଶରେ। ତତ୍କାଳୀନ ଭାବକୁ ବ୍ୟକ୍ତ କଲାଭଳି ଶବ୍ଦ ଗୁମ୍ଫନରେ ବେଶ୍ ପାରଙ୍ଗମ ଏବଂ ପରିପକ୍ୱ ଅଟନ୍ତି ରୋଜାଲିନି। ଉପନ୍ୟାସ ରଚନାରେ ପ୍ରଥମ ହେଲେ ବି ଏହା ଏକ ବଳିଷ୍ଠ ପ୍ରୟğ
Also from
Mishra, Rozalini
Also in
Literary Fiction
Elizabeth Spencer: Novels & Stories (Loa #344): The Voice at the Back Door / The Light in the Piazza / Knights and Dragons / Stories
Spencer, Elizabeth
Hardcover
Philip Roth: Novels 1973-1977 (Loa #165): The Great American Novel / My Life as a Man / The Professor of Desire
Roth, Philip
Hardcover
John Updike: Novels 1978-1984 (Loa #339): The Coup / Rabbit Is Rich / The Witches of Eastwick
Updike, John
Hardcover
The Patrick Melrose Novels: Never Mind, Bad News, Some Hope, and Mother's Milk
St Aubyn, Edward
Paperback
