• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Kie Kahiba, Kana Heba?

Kie Kahiba, Kana Heba?

Paperback

Biographies GeneralGeneral Sociology

ISBN10: 1645602850
ISBN13: 9781645602859
Publisher: Black Eagle Books
Published: Jun 13 2022
Pages: 166
Weight: 0.48
Height: 0.38 Width: 5.50 Depth: 8.50
Language: Oriya

ବିଜ୍ଞାନର ସବୁଠାରୁ ବଡ଼ 'ସଫଳତା' ଜଳବାୟୁ ପରିବର୍ତ୍ତନ ଓ ବିଶ୍ୱ ତାପମାତ୍ରାରେ ଅହେତୁକ ବୃଦ୍ଧି! ଉତ୍ତର ମେରୁର ବରଫ ଦ୍ରୁତ ଗତିରେ ତରଳୁଛି, ବିହନ ବ୍ୟାଙ୍କରୁ ବରଫ ତରଳି ଲୁହା ସିନ୍ଧୁକ ଦେଖାଗଲାଣି । ଅନ୍ତର୍ଜାତିକ ବିହନବ୍ୟାଙ୍କ ଏବେ ଦୁର୍ଦ୍ଦଶାଗ୍ରସ୍ତ । ଜଳବାୟୁ ପରିବର୍ତ୍ତନ ଓ ହିସାବ ବିଗିଡିଗଲାରେ ପ୍ରଫେସର ରାଧାମୋହନ ମାନବସମାଜ ପାଇଁ ବାର୍ତ୍ତା ଦେଇଛନ୍ତି, ପ୍ରକୃତି ମଣିଷର ଔଦ୍ଧତ୍ୟକୁ ବରଦାସ୍ତ କରିବ ନାହିଁ- ସେ ଉଗ୍ର ହେବ । ବନ୍ୟା-ବାତ୍ୟା-ମରୁଡ଼ି ପୃଥିବୀର ସ୍ଥିତିକୁ ଦୋହଲାଇଦେବ । ଷ୍ଟିଫେନ୍ ହକିନ୍]ସ୍ ୨୦୧୮ରେ ସତର୍କ କରିଥିଲେ ମଣିଷ ପ୍ରକୃତିକୁ ଯେପରି ଲୁଣ୍ଠନ କରୁଛି, ଖୁବ ଶୀଘ୍ର ଜଳବାୟୁ ପରିବର୍ତ୍ତନ ଓ ବିଶ୍ୱତାପନର ଶିକାର ହେବ । ୨୦୫୦-୬୦ବେଳକୁ ମଣିଷ ପୃଥିବୀରୁ ଲୋପ ପାଇଯିବ । ପ୍ରଫେସର ରାଧାମୋହନ ଓ ଷ୍ଟିଫେନ ହକିନ୍]ସ୍ ଏକା କଥା କୁହନ୍ତି । କିନ୍ତୁ ସାଧାରଣ ଚାଷୀ, ମୂଲିଆ ଓ ସ୍କୁଲଛାତ୍ରମାନେ ଷ୍ଟିଫେନ୍ ହକିନ୍]ସ୍]ଙ୍କୁ ବୁଝିବା କଷ୍ଟ । ପ୍ରଫେସର ରାଧାମୋହନଙ୍କ ଉପସ୍ଥାପନା ଅତି ନିଆରା । ତାଙ୍କ ଲେଖାକୁ ୮/୧୦ ବର୍ଷର ପିଲାଠାରୁ ଆରମ୍ଭ କରି ଗାଁର ୭୦/୮୦ବର୍ଷର ବୁଢ଼ାବୁଢ଼ୀ ପର୍ଯ୍ୟନ୍ତ ସହଜରେ ବୁଝିଯିବେ । ମୁଁ ଜଣେ ଆଜୀବନ ଶିକ୍ଷାର୍ଥୀ । ପ୍ରଫେସର ରାଧାମୋହନଙ୍କ ଜ୍ଞାନ ମାପିବା ମୋ ପକ୍ଷେ ସମ୍ଭବ ନୁହଁ । କେବଳ ଏତିକି କହିବି ଯେ ପ୍ରଫେସର ରାଧାମୋହନଙ୍କୁ ତାଙ୍କ ହାତତିଆରି 'ସମ୍ଭବ' ଓ 

Also in

Biographies General