Madhushala (ମଧୁଶାଳା)
Paperback
ISBN13: 9781645603832
Publisher: Black Eagle Books
Published: May 10 2023
Pages: 164
Weight: 0.47
Height: 0.38 Width: 5.50 Depth: 8.50
Language: Oriya
ସାଧାରଣ ଓ ସରଳ ଶବ୍ଦକୁ କବିତା-ପାତ୍ରରେ ଢ଼ାଳିକରି ହିନ୍ଦୀ-ସାହିତ୍ୟର ରସକମାନଙ୍କୁ 'କାବ୍ୟରସ' ପାନ କରାଇବାରେ ହରିବଂଶରାୟ ବଚ୍ଚନ କୃତକାର୍ଯ୍ୟ ହୋଇଛନ୍ତି । ପ୍ରଖର ଛାୟାବାଦ ଓ ଆଧୁନିକ ପ୍ରଗତିବାଦର ସିଏ ଥିଲେ ଗୋଟିଏ ପ୍ରମୁଖ ସ୍ତମ୍ଭ ।
'ବଚ୍ଚନ'ଙ୍କର ୧୯୩୫ ମସିହାରେ ପ୍ରକାଶିତ ହୋଇଥିବା ଦୀର୍ଘ କବିତାଗ୍ରନ୍ଥ (ଯେଉଁଥିରେ ୧୩୫ଟି ରୁବାଇୟାତ ରହିଛି) 'ମଧୁଶାଳା' ତାଙ୍କୁ ଏକ ଅଲଗା ପ୍ରସିଦ୍ଧି ପ୍ରଦାନ କଲା । ହୃଦୟକୁ ସ୍ପର୍ଶ କଲାପରି କାର୍ଯ୍ୟଶୈଳୀ ବର୍ତ୍ତମାନ ସମୟରେ ବି ପ୍ରତ୍ୟେକ ବୟସର ଲୋକମାନଙ୍କ ଉପରେ ଆପଣାର ପ୍ରଭାବ ଛାଡ଼ିଯାଏ ।
'ବଚ୍ଚନ'ଙ୍କ କବିତାର ସାହିତ୍ୟିକ ମହତ୍ତ୍ୱ ବିଷୟରେ ଅନେକ ମତ ରହିଛି । 'ବଚନ'ଙ୍କ କାବ୍ୟର ବିଲକ୍ଷଣତା ହିଁ ତାଙ୍କର ଲୋକପ୍ରିୟତା । ଏହା ନିଃସଂକୋଚ ଭାବରେ କୁହାଯାଇପାରେ ଯେ ଆଜି ବି ହିନ୍ଦୀରେ ନୁହେଁ, ସାରା ଭାରତର ସର୍ବାଧିକ ଲୋକପ୍ରିୟ କବିମାନଙ୍କ ମଧ୍ୟରେ 'ବଚ୍ଚନ'ଙ୍କ ନାମ ସୁରକ୍ଷିତ ।
୧୯୩୫ ମସିହାରେ 'ମଧୁଶାଳା' ପ୍ରକାଶ ପାଇବାପରେ ତାଙ୍କ ନାଆଁ ଗୋଟିଏ ଗଗନଭେଦୀ ରକେଟ ପରି ତୀବ୍ରବେଗରେ ଉଠିକରି ସାହିତ୍ୟଜଗତ ଉପରେ ଛାଇଗଲା । ନିଜର ସବୁ ସହଜ ସାର୍ବଜନୀନତା ସତ୍ତ୍ୱେ 'ବଚ୍ଚନ'ଙ୍କ କବିତା ନିତାନ୍ତ ବୈକ୍ତିକ, ଆତ୍ମସ୍ଫୁର୍ତ୍ତି ଓ ଆତ୍ମକୈନ୍ଦ୍ରିକ ହୋଇଥାଏ ।
'ବଚ୍ଚନ'ଙ୍କ କବିତାର ଲୋକପ୍ରିୟତାର ପ୍ରଧାନ କାରଣ ତାଙ୍କର ସହଜତା ଓ ସରଳ ସଂବେଦନା ତାହାର ଅନୁଭୂତିମୂଳକ ସତ୍ୟତ
Also from
Bachchan, Harivansh Rai
Also in
General Poetry
Dante's Vita Nuova, New Edition: A Translation and an Essay
Alighieri, Dante
Pitavy, Francois
Paperback
Sounding the Seasons Enlarged Edition: One Hundred and Ten Sonnets for the Christian Year
Guite, Malcolm
Paperback
Lao Tzu: Tao Te Ching: A Book about the Way and the Power of the Way
Le Guin, Ursula K.
Lao Tzu
Paperback
They Bloom Because of You: Poems on the Infinite Love, Growth, and Magic of Motherhood
Urlichs, Jessica
Paperback
Ariel: The Restored Edition: A Facsimile of Plath's Manuscript, Reinstating Her Original Selection and Arrangement
Plath, Sylvia
Paperback
This Is the Main Event: Discovering the Life You Long for in the Life You Have
Smith, Joshua Luke
Hardcover
