• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Meghaduta

Meghaduta

Paperback

General Poetry

ISBN10: 164560294X
ISBN13: 9781645602941
Publisher: Black Eagle Books
Published: Jul 20 2022
Pages: 166
Weight: 0.48
Height: 0.38 Width: 5.50 Depth: 8.50
Language: Oriya

ମହାକବି କାଳିଦାସଙ୍କ ରଚିତ 'ମେଘଦୂତ' ହେଉଛି ବର୍ଷାର କାବ୍ୟ । ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋର କହନ୍ତି- ମେଘଦୂତ ଛଡ଼ା ନବବର୍ଷାର କାବ୍ୟ ଆଉ କୌଣସି ସାହିତ୍ୟରେ କେଉଁଠି ନାହିଁ । ଏଥିରେ ବର୍ଷାର ସମସ୍ତ ଅନ୍ତର୍ବେଦନା ନିତ୍ୟକାଳର ଭାଷାରେ ଲିଖିତ ହୋଇଯାଇଛି । ପୃଥିବୀର ସାଂସରିକ ମେଘୋତ୍ସବର ଅନିର୍ବଚନୀୟ କବିତ୍ୱଗାଥା ମାନବର ଭାଷାରେ ବାନ୍ଧି ହୋଇଯାଇଛି ।

Also from

Kalidasa, Mahakabi

Also in

General Poetry