• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Mo Samaya Mo Sahitya

Mo Samaya Mo Sahitya

Paperback

Biographies GeneralLetters & EssaysFiction Anthologies

ISBN10: 1645606252
ISBN13: 9781645606253
Publisher: Black Eagle Books
Published: Nov 28 2024
Pages: 92
Weight: 0.28
Height: 0.22 Width: 5.50 Depth: 8.50
Language: Oriya

ଅନେକ ମୋତେ ପଚାରୁଛନ୍ତି ମୋର ବୟସ ଦୃଷ୍ଟିରୁ ଯେ ଆପଣ ଗୋଟିଏ ଆତ୍ମଜୀବନୀ ଲେଖୁଛନ୍ତି ତ? କେବେ ଲେଖିବେ? ମୁଁ ତା'ର ଠିକଣା ଉତ୍ତର ଦେଇ ପାରେ ନାହିଁ। ନିଜକୁ ନିଊନ କରି ହୁଏ ନାହିଁ, ଯେ ମୋର ବ୍ୟକ୍ତିଗତ ଜୀବନ ଆତ୍ମଜୀବନୀର ଯୋଗ୍ୟ ନୁହେଁ। ଯାହା ହେଉ ଏବେ ଜଣେ ପାଶ୍ଚାତ୍ୟ ଲେଖକ Jorge Louis Borges (୧୮୯୯-୧୯୮୬) ଙ୍କର ଛୋଟ ଲେଖାଟିଏ Borges and I ମୋ ଆଖିରେ ପଡ଼ିଲା, ଏବଂ ମୋତେ ସମଦୁଃଖୀଟିଏ ପାଇଲା ପରି ମନେ ହେଲା। ଏବଂ ସେଇ ମୋତେ ଭାଷା ଯୋଗାଇ ଦେଲେ ମୋର ନ୍ୟୂନତାବୋଧକୁ ମର୍ଯ୍ୟାଦା ଦେବା ପାଇଁ। ଧନ୍ୟବାଦ। ତାଙ୍କରି ଲେଖାର ଓଡ଼ିଆ ରୂପାନ୍ତର, ହେଲେ ମୋ ନିଜକୁ ନେଇ- ମୁଁ ଏବଂ କିଶୋରୀଚରଣ।

Also from

Das, Kishori Charan

Also in

Letters & Essays