• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Mrutyubodha: Jeebanabodha

Mrutyubodha: Jeebanabodha

Paperback

General Poetry

ISBN10: 1645605388
ISBN13: 9781645605386
Publisher: Black Eagle Books
Published: Apr 4 2024
Pages: 92
Weight: 0.28
Height: 0.22 Width: 5.50 Depth: 8.50
Language: Oriya

ମନୋରଂଜନ ପଟ୍ଟନାୟକ ୫୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ମୁମ୍ବଇରେ ରହୁଛନ୍ତି । ଏଯାଏଁ ତାଙ୍କର ୧୦ଟି ଅନୂଦିତ ପୁସ୍ତକ ପ୍ରକାଶ ପାଇଛି । ସେଗୁଡ଼ିକ ହେଲା- 'ଓମାର କାବ୍ୟ', 'ମେଘଦୂତ', 'ଗୀତାଞ୍ଜଳି' (ନୋବେଲ ପୁରସ୍କାର ପ୍ରାପ୍ତ), 'ମଧୁଶାଳା', 'ଋତୁସଂହାର', 'ଓମାର ଖୈୟାମ- ରୁବାଇୟାତ', 'ପାବ୍ଲୋ ନେରୁଦା- ଶହେଟି ପ୍ରେମର ସନେଟ୍ ଓ ୨୦ଟି କବିତା ପ୍ରେମର ଓ ଗୋଟିଏ ଗୀତ ହତାଶାର', 'ଶ୍ରୀମଦ୍]ଭଗବଦ୍]ଗୀତା', 'ହଂସଦୂତ', 'ଦ୍ରଷ୍ଟା' । 'ମୃତ୍ୟୁବୋଧ ଜୀବନବୋଧ' ଶ୍ରୀ ପଟ୍ଟନାୟକଙ୍କର ଏକାଦଶ ଅନୂଦିତ ପୁସ୍ତକ । ପାଠକ ପାଠିକାମାନେ ଏହାକୁ ପସନ୍ଦ କରିବେ ବୋଲି ଆଶା । ମୋ-୯୯୮୭୦୨୨୯୩୦ ।

Also in

General Poetry