• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Odia Bisheshya

Odia Bisheshya

Paperback

Literary CriticismGrammar & Style

ISBN10: 1645602435
ISBN13: 9781645602439
Publisher: Black Eagle Books
Published: Sep 24 2023
Pages: 188
Weight: 0.54
Height: 0.43 Width: 5.50 Depth: 8.50
Language: Oriya

ଭାଷା ମାଧ୍ୟମରେ ଆମେ ନିଜର ମନର ଅନ୍ତର ଚିନ୍ତାକୁ ଗଢ଼ିଥାଉ ଓ ଭାବକୁ ଅନ୍ୟ ନିକଟରେ ପ୍ରକାଶ କରିଥାଉ । ବକ୍ତା ଓ ଶ୍ରୋତା ପରସ୍ପର ମଧ୍ୟରେ ଭାବବିନିମୟ କରିବା ନିମିତ୍ତ ଖୋଜିଥାନ୍ତି କିଛି ଶବ୍ଦ ଏବଂ ଶବ୍ଦଗୁଡ଼ିକ ଶୃଙ୍ଖଳିତ ଭାବରେ ସଜ୍ଜିତ ହୋଇ ଭାବପ୍ରକାଶ କରିବାରେ ସହାୟକ ହୋଇଥାନ୍ତି । କହିବାକୁ ଗଲେ ପ୍ରତ୍ୟେକ ଜାତି ତା'ର ନିଜର 'ମାତୃଭାଷା'ରେ ଭାବପ୍ରକାଶ କରିବାରେ ଯେତିକି ସହଜ ଅନୁଭବ କରିଥାନ୍ତି ସେତିକି କଷ୍ଟ ବି ଅନୁଭବ କରିଥାନ୍ତି ନିଜର ମାତୃଭାଷାକୁ ବୁଝିବାରେ ଏବଂ ବୁଝାଇବାରେ । କିନ୍ତୁ ଶବ୍ଦକୁ ନେଇ ଖେଳିବାର ଦୁଃସାହସ, ପଦକୁ ବ୍ୟବଚ୍ଛେଦକରି ତା'ର କ୍ଷୁଦ୍ରାତିକ୍ଷୁଦ୍ର ସତ୍ତାକୁ ବିଶ୍ଳେଷଣ କରିବାର ଦୁର୍ବାର ଆଗ୍ରହ ହେତୁ ଓଡ଼ିଆ ବିଶେଷ୍ୟ ନାମକ ଏହି ପୁସ୍ତକଟି ପରିଯୋଜିତ ହୋଇଛି ।

Also in

Literary Criticism