• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Odia Samalochana Sahityara Nabadiganta

Odia Samalochana Sahityara Nabadiganta

Paperback

Literary CriticismPoetry Criticism

ISBN10: 1645606198
ISBN13: 9781645606192
Publisher: Black Eagle Books
Published: Jan 1 2025
Pages: 140
Weight: 0.41
Height: 0.33 Width: 5.50 Depth: 8.50
Language: Oriya

ଓଡ଼ିଆ ଭାଷା ଓ ସାହିତ୍ୟ କ୍ଷେତ୍ରରେ ଡକ୍ଟର ସ୍ୱପ୍ନାରାଣୀ ସିଂ (୧୯୯୦)ଙ୍କ ବିଶେଷ ପରିଚୟ ଓ ପ୍ରତିଷ୍ଠା ରହିଛି। ଅଧ୍ୟୟନ, ଅଧ୍ୟାପନା ସହିତ ଉଚ୍ଚକୋଟୀର ଗବେଷଣା ହେଉଛି ତାଙ୍କର ସ୍ୱାତନ୍ତ୍ର]୍ୟ। ପିଏଚ୍].ଡି. ମହାନିବନ୍ଧ '୧୯୮୦ ପରବର୍ତ୍ତୀ ଓଡ଼ିଆ ଓ ହିନ୍ଦୀ ଉପନ୍ୟାସରେ ନକ୍ସଲ ଚେତନା ଏକ ତୁଳନାତ୍ମକ ଅଧ୍ୟୟନ' ଡକ୍ଟର ସିଂଙ୍କ ବିଶାଳ ଭାବବଳୟର ପରିଚାୟକ। ତାଙ୍କର ପ୍ରକାଶିତ ପୁସ୍ତକଗୁଡ଼ିକ ହେଲା- 'ଦିଗ ଓ ଦିଗ୍]ବଳୟ' (୨୦୧୮), 'ପଞ୍ଚତନ୍ତ୍ରର ଓଡ଼ିଆ ଅନୁବାଦ' (୨୦୧୯), 'ଓଡ଼ିଆ ସାହିତ୍ୟରେ ଜନଜାତି ପ୍ରସଙ୍ଗ' (୨୦୧୯), 'ପାଶ୍ଚାତ୍ୟ ସାହିତ୍ୟିକ ଆନ୍ଦୋଳନ ଓ ତତ୍ତ୍ୱ ସଂକ୍ଷିପ୍ତ ଆକଳନ' (୨୦୨୧) ତାଙ୍କ ସାଧନା ଓ ସିଦ୍ଧିର ଫଳଶ୍ରୁତି ଯାହା ବିପୁଳ ପାଠକୀୟତା ଅର୍ଜନ କରିଛି। ସଂପ୍ରତି ସେ ବିଶ୍ୱଭାରତୀ, ଶାନ୍ତିନିକେତନରେ ଓଡ଼ିଆ ଭାଷା ଓ ସାହିତ୍ୟର ସହକାରୀ ପ୍ରଫେସର ଭାବରେ କାର୍ଯ୍ୟରତ।

Also from

Singh, Swapnarani

Also in

Literary Criticism