Padmamali
Paperback
RomanceGeneral FictionHistorical Fiction
ISBN13: 9781645607069
Publisher: Black Eagle Books
Published: Jun 9 2025
Pages: 148
Weight: 0.39
Height: 0.34 Width: 5.50 Depth: 8.50
Language: Oriya
ପ୍ରଥମ ଓଡ଼ିଆ ଉପନ୍ୟାସ 'ପଦ୍ମମାଳୀ'ର ବିଭିନ୍ନ ସଂସ୍କରଣ ଭୂମିକାରେ ଔପନ୍ୟାସିକ ଉମେଶଚଂନ୍ଦ୍ର ସରକାର ଜଣେ ପଥ-ପ୍ରଦର୍ଶକର ଅନୁଭବକୁ ବ୍ୟକ୍ତ କରିଛନ୍ତି। ଓଡ଼ିଆ ସାହିତ୍ୟରେ ପ୍ରକୃତ ଗଦ୍ୟ କାହାଣୀର ଅଭାବ ଓ ଏ ଦିଗରେ ପଦକ୍ଷେପ ଏକ 'ଅଭିଯାନ' ରୂପେ ଆଖ୍ୟାୟିତ। ଓଡ଼ିଶାର ଇତିହାସ କାଳ୍ପନିକ ଗଦ୍ୟ କାହାଣୀର ଆକାର ବୋଲି ସେ ପ୍ରଥମ ସଂସ୍କରଣ ଭୂମିକାରେ କହିଛନ୍ତି। ସଂପୃକ୍ତ ଉପନ୍ୟାସର ଦ୍ୱିତୀୟ ସଂସ୍କରଣ ଭୂମିକାରେ ଐତିହାସିକ ରୋମାନ୍]ସର କାହାଣୀ ଓ ଇତିହାସ ଭିତରେ ଥିବା ସମ୍ପର୍କ ପ୍ରସଂଗ ଉତ୍]ଥାପିତ। ଇତିହାସ କେତେକ ଘଟଣାର ସମଷ୍ଟି। ଐତିହାସିକ ଉପନ୍ୟାସରେ ଏହି ଘଟଣା ଯଥାଯଥ ଉପସ୍ଥାପନ ଏକାନ୍ତ କାମ୍ୟ- ଏଥିନେଇ ଉମେଶଚନ୍ଦ୍ରଙ୍କ ମତାମତ ସ୍ପଷ୍ଟ ଓ ଦୃଢ଼। ଔପନ୍ୟାସିକଙ୍କର କର୍ତ୍ତବ୍ୟ ହେଲା ଇତିହାସର ବ୍ୟତିକ୍ରମ ନକରି ବା ଘଟଣାର ଐତିହାସିକ ଯଥାଯଥତା ଓ ପରିପୂର୍ଣ୍ଣତାକୁ ଖଣ୍ଡିତ ନ କରି ପାଠକଙ୍କୁ ଆନନ୍ଦ ଦେବା। ଘଟଣାର ଯଥାଯଥତା ଉପରେ ଏହି ଗୁରୁତ୍ୱ ଆରୋପ ହେତୁ 'ପଦ୍ମମାଳୀ' ହୋଇଛି ଉମେଶଚନ୍ଦ୍ରଙ୍କ ଦୃଷ୍ଟିରେ ଓଡ଼ିଆ ସାହିତ୍ୟର ଏକମାତ୍ର ଐତିହାସିକ ରୋମାନ୍]ସ।
'ପଦ୍ମମାଳୀ'ର ଭୂମିକା ଦୁଇଟି - ଉପନ୍ୟାସ ଶିଳ୍ପ ପ୍ରତି ଲେଖକଙ୍କର ଦୃଷ୍ଟିଭଙ୍ଗୀର ଦୁଇଟି ଦିଗ ସମ୍ପର୍କରେ ସଚେତନ କରେ। ସମକାଳର ଅନ୍ୟାନ୍ୟ ଲେଖକଙ୍କ ଭଳି ଓଡ଼ିଆ ସାହିତ୍ୟସେବାକୁ ସେ ଏକ ଜାତୀୟ କର୍ତ୍ତବ୍ୟ ରୂପେ ଗ୍ରହଣ କରିଛନ୍ତି। ଐତିହାସିକ-ଉପ
Also from
Sarkar, Umesh Chandra
Also in
Historical Fiction
James Fenimore Cooper: The Leatherstocking Tales Vol. 1 (Loa #26): The Pioneers / The Last of the Mohicans / The Prairie
Cooper, James Fenimore
Hardcover
Anniversaries, Volume 2: From a Year in the Life of Gesine Cresspahl, April 1968-August 1968
Johnson, Uwe
Paperback
The Pirate Queen: A Novel from the New York Times Bestselling Author of the Frozen River
Lawhon, Ariel
Hardcover
The Moonlight Runner: A Gripping Historical Novel of Survival, Bravery, and Romance
Robards, Karen
Hardcover
The Amalfi Curse: A Bewitching Tale of Sunken Treasure, Forbidden Love, and Ancient Magic on the Amalfi Coast
Penner, Sarah
Paperback
The Pirate Queen: A Novel from the New York Times Bestselling Author of the Frozen River (Large Print Edition)
Lawhon, Ariel
Paperback
A Pair of Aces: Reese's Book Club (Large Print Edition)
Benedict, Marie
Murray, Victoria Christopher
Paperback
Murder on the Orient Express: A Hercule Poirot Mystery: The Official Authorized Edition
Christie, Agatha
Paperback
