Rutusamhara
Paperback
ISBN13: 9781645605010
Publisher: Black Eagle Books
Published: Jan 8 2024
Pages: 202
Weight: 0.58
Height: 0.46 Width: 5.50 Depth: 8.50
Language: Oriya
ମହାକବି କାଳିଦାସ କୃତ 'ଋତୁସଂହାର' ସଂସ୍କୃତର ପ୍ରଥମ ସ୍ୱତନ୍ତ୍ର ଋତୁକାବ୍ୟ । ଏହା ଏକ ସ୍ୱତନ୍ତ୍ର ଋତୁକାବ୍ୟ । ଏହା ଏକ କ୍ଷୁଦ୍ରକାର ଆଦିରସାତ୍ମକ କାବ୍ୟ । ଏହାକୁ ଖଣ୍ଡବାକ୍ୟର ଅନ୍ତର୍ଭୁକ୍ତ କରାଯାଏ । କେହି କେହି ଏହାକୁ ଗୀତିକାବ୍ୟ ମଧ୍ୟ କହନ୍ତି ।
'ଋତୁସଂହାର' ଶିରୋନାମଟିରେ ସଂହାରର ଅର୍ଥ ହତ୍ୟା ନୁହେଁ । ଏହାର ଅର୍ଥ ହେଉଛି ସମାବେଶ ବା ମାଳା । ତେଣୁ 'ଋତୁସଂହାର'କୁ 'ଋତୁ ସମାବେଶ' ବା 'ଋତୁମାଳା' ହିସାବରେ ବିଶ୍ଳେଷଣ କରାଯାଇପାରେ ।
'ଋତୁସଂହାର' କାଳିଦାସଙ୍କ ପ୍ରଣୀତ ପ୍ରଥମ କାବ୍ୟ ରଚନା, ଯେଉଁଥିରେ ଭାରତୀୟ ଉପମହାଦେଶର ଛଅଟି ଋତୁର ବର୍ଣ୍ଣନା ରହିଛି । ଛଅ ଋତୁର ସୁନ୍ଦର ବର୍ଣ୍ଣନା କବି ଛଅ ସର୍ଗରେ ବା ଅଧ୍ୟାୟରେ କରିଛନ୍ତି । ପ୍ରଥମ ସର୍ଗଟି ଗ୍ରୀଷ୍ମଋତୁ ବିଷୟକ । ପରବର୍ତ୍ତୀ ସର୍ଗ ଗୁଡ଼ିକରେ ବର୍ଣ୍ଣିତ ହୋଇଛି ଯଥାକ୍ରମେ ବର୍ଷା, ଶରତ୍], ହେମନ୍ତ, ଶିଶିର (ଶୀତ) ଓ ବସନ୍ତ ଋତୁ । ବର୍ଣ୍ଣନା ଖୁବ୍ ମନୋହର ଓ ନୈସର୍ଗିକ ତଥା ସ୍ୱଭାବିକତା ବେଶି ମାତ୍ରାରେ ପରିଦୃଷ୍ଟ ହୁଏ । ଏଗୁଡ଼ିକ ଦୁଇ ପ୍ରଣୟୀଯୁଗଳର ପରସ୍ପର ସଂବାଦ ।
ପ୍ରତ୍ୟେକ ଋତୁର ସଂଦର୍ଭରେ କବି ନ କେବଳ ସମ୍ବନ୍ଧିତ କାଳଖଣ୍ଡର ପ୍ରାକୃତିକ ବୈଶିଷ୍ଟ୍ୟ, ବିବିଧ ଦୃଶ୍ୟସମୂହର ଚିତ୍ରଣ କରାରାଇଛି ତାହା ନୁହେଁ ଅଧିକନ୍ତୁ ପ୍ରକୃତି-ଜଗତରେ ହେଉଥିବା ପରିବର୍ତ୍ତନ ଓ ପ୍ରତିକ୍ରିୟାକୁ ଯୁବକ-ଯୁବତୀ ଓ ପ୍ରେମିକ-ପ୍ରେମିକାଙ୍କର ପ୍ରଣୟ ଜୀବନ ଉପରେ ପଡୁଥିବା
Also from
Kalidasa, Mahakabi
Also in
General Poetry
Dante's Vita Nuova, New Edition: A Translation and an Essay
Pitavy, Francois
Alighieri, Dante
Paperback
Sounding the Seasons Enlarged Edition: One Hundred and Ten Sonnets for the Christian Year
Guite, Malcolm
Paperback
They Bloom Because of You: Poems on the Infinite Love, Growth, and Magic of Motherhood
Urlichs, Jessica
Paperback
Lao Tzu: Tao Te Ching: A Book about the Way and the Power of the Way
Lao Tzu
Le Guin, Ursula K.
Paperback
