• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Sabyasachira Sabda

Sabyasachira Sabda

Paperback

General Poetry

ISBN10: 1645605175
ISBN13: 9781645605171
Publisher: Black Eagle Books
Published: Dec 31 2023
Pages: 92
Weight: 0.28
Height: 0.22 Width: 5.50 Depth: 8.50
Language: Oriya

ବୃତ୍ତି-ରାଜନୀତି, ପ୍ରବୃତ୍ତି-ସାହିତ୍ୟ ଅଭିରୁଚି । ଗୋଟେ ପଟେ କର୍ମର କଠୋର ଅନୁଶାସନ, ଅନ୍ୟପଟେ ଛାତି ଭିତରର ଅକୁହା ସ୍ପନ୍ଦନ । ବୁଝିପାରୁଥିବେ ଗୋଟିଏ ଦେହ-ମନଧାରୀ ମଣିଷଟେ କେତେ ଛଟପଟ ହୁଏ । ଆତ୍ମମୁକ୍ତି ପ୍ରତିଟି ମଣିଷର ଚିରନ୍ତନ ଉଦ୍ଦେଶ୍ୟ ହେଲେ ମଧ୍ୟ ନିଜ କର୍ତ୍ତବ୍ୟ ଓ ଦାୟିତ୍ୱର ଆହ୍ୱାନରେ ଆତ୍ମମୁକ୍ତିର ମାର୍ଗ ସମୟେ ସମୟେ ରୁଦ୍ଧ ହୋଇଯାଏ ନାହିଁ କି? ସାଧାରଣ ମଣିଷର ସବୁତକ ପ୍ରବୃତ୍ତି, ଜଗତର ପ୍ରତ୍ୟେକ ଜୀବନ ପାଇଁ ଛାତିର ପ୍ରେମ, କରୁଣା, ଦୟା ସହ ନିଜକୁ ନିଃଶେଷ କରି ସନ୍ତାପିତ ଜଗତକୁ ଶାନ୍ତ, ବ୍ୟବସ୍ଥିତ ଓ ସୁନ୍ଦର କରିବାର ଇଚ୍ଛା ମୋ ଭିତରେ । ସବୁବେଳେ ଭାବେ ମଣିଷଟେ ଏହି ଧରାତଳୁ ବିଦାୟ ନେଲା ପରେ ତା'ର ଅବଶିଷ୍ଟ ସାରାଂଶ ଭାବେ କ'ଣ ରହେ! ପ୍ରଖର ସ୍ରୋତସ୍ୱିନୀଟେ ଶୁଷ୍କ ହୋଇଗଲେ ତା' ଧାରର ଅବଶେଷରେ କିଛି ଗୋଡ଼ି, ପଥର, ଗେଣ୍ଡା ଓ ଶାମୁକାର ଖୋଳପା ସବୁ ବିପର୍ଯ୍ୟସ୍ତ ହୋଇ ପଡ଼ିଥିବା ଆମେ ଦେଖିଥାଉ । ମଣିଷ ଜୀବନ ମଧ୍ୟ ସେଇଆ । ସେ ଚାଲିଗଲା ପରେ ଏବଂ ସଂସାରରୁ ତା' ପାଦଚିହ୍ନ ଲିଭିଗଲା ପରେ ଯଦି କିଛି ରହିଥାଏ, ତାହା ହୁଏତ ହୃଦୟକୁ ସ୍ପର୍ଶ କରିଥିବା, ମଳୟର ସ୍ମୃତି, ତା' ମିଠା ଶବ୍ଦର ମର୍ମର, ମହତ୍ ଦାନର ସ୍ମାରକୀ, ପ୍ରେମର କିଛି ଓଜନିଆ ଦୀର୍ଘଶ୍ୱାସ, ଅବା ପୁନର୍ଜନ୍ମ ପାଇଁ ସୁଦୀର୍ଘ ଅପେକ୍ଷାର କାହାଣୀ ଅବା ପ୍ରତିମୁହୂର୍ତ୍ତରେ ନଥିବା ମଣିଷକୁ ବିକଳ ହୋଇ ଖୋଜୁଥିବା ମଣିଷଙ୍କ ଉଦାସ ଆଖିର କରୁଣ ଦୃଷ୍ଟି । ଯଦି ସମୟ &#

1 different editions

Also available

Also from

Sabyasachi, Atanu

Also in

General Poetry