• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Samaja: Darshana O Sahitya

Samaja: Darshana O Sahitya

Paperback

Letters & EssaysFiction AnthologiesGeneral Education

ISBN10: 1645602559
ISBN13: 9781645602552
Publisher: Black Eagle Books
Published: Feb 25 2022
Pages: 382
Weight: 1.07
Height: 0.85 Width: 5.50 Depth: 8.50
Language: Oriya

ଯେଉଁଠି ନିର୍ଦ୍ଦିଷ୍ଟ ଲକ୍ଷ୍ୟ ନେଇ ଆମେ ଗୋଷ୍ଠୀବଦ୍ଧ ଜୀବନକୁ ଭେଟିଥାଉ, ତାକୁ ହିଁ ଆମେ ସମାଜ କହୁ । ଏହା ପ୍ରତ୍ୟେକ ମାନବର ଚେତନା-ନିର୍ମାଣକାରୀ ପ୍ରେକ୍ଷାପଟ । ଏହାରି ଭୂମିରୁ ସ୍ୱପ୍ନମଖା ଜୀବନଋତୁକୁ ଆହ୍ୱାନ କରିବା ଏବଂ ରହସ୍ୟମୟ ଭୂମା ପର୍ଯ୍ୟନ୍ତ ଗତି କରିବାର ସ୍ଫୁଲିଙ୍ଗ ପ୍ରାପ୍ତ ହୁଏ । ପୁଣି ଏଥିରୁ ଜୀବନର ଯଥାର୍ଥ ଲକ୍ଷ୍ୟ ମିଳେ, ଆତ୍ମସମୀକ୍ଷା ପ୍ରତି ସଚେତନତା ଏବଂ ଆତ୍ମୋପଲବ୍ଧି ଦିଗରେ ମାନବାତ୍ମାର ଆସ୍ପୃହା ସୃଷ୍ଟି ହୁଏ । ଯେଉଁ ସମାଜର ପରିବେଷ୍ଟନୀଟି ଯେତେ ଆନ୍ତରିକ, ସେହି ବଳୟର ବ୍ୟକ୍ତିସତ୍ତା ସେତେ ସ୍ୱତନ୍ତ୍ର । ସାହିତ୍ୟିକଟିଏ ସମାଜର ଆନ୍ତରିକ ବେଷ୍ଟନୀରୁ ହିଁ ସର୍ଜ୍ଜନାର ପ୍ରେରଣା ଲାଭ କରିଥାଏ । ବିସ୍ତୃତ ସାମାଜିକ ଭୂମି ଉପରେ ଶିଳ୍ପୀର ଅନୁଭବ ହୁଏ ଶାଣିତ, ଶିକ୍ଷା ହୁଏ ମାର୍ଜିତ, ଜୀବନର ବ୍ୟାଖ୍ୟା ତେଣୁ ହୁଏ ଯଥାର୍ଥ ଓ ହୃଦ୍ୟ । ସମାଜ ବ୍ୟତିରେକ ଅନ୍ୟ କୌଣସି ସ୍ଥାନରେ ଜୀବନର ମୂଲ୍ୟ ଖୋଜିହୁଏନି । ବିବିଧ ଅନୁଭବ ରସାଣିତ ଉପଲବ୍ଧିକୁ ନେଇ ସାହିତ୍ୟିକର ଜୀବନୀୟ ଦର୍ଶନ ହୋଇଥାଏ ବଳିଷ୍ଠ ତଥା କାଳୋତ୍ତୀର୍ଣ୍ଣ । ଦର୍ଶନ ଓ ସାହିତ୍ୟ' ପରସ୍ପରର ପରିପୂରକ । ସମାଜ ମୂଲ୍ୟ' ଉଭୟ ଦର୍ଶନ ଓ ସାହିତ୍ୟରେ ଅନ୍ତଃସଲୀଳା ଫଲ୍]ଗୁ ଭଳି ତରଙ୍ଗାୟିତ ହୋଇଥାଏ । ଜୀବନୀୟ ମୂଲ୍ୟବୋଧକୁ ନେଇ ଶିଳ୍ପୀର ସ୍ୱତନ୍ତ୍ର ଦୃଷ୍ଟିକୋଣକୁ ଦର୍ଶନରେ ଶିରପା ଲାଭ ହୁଏ । ଅନ୍ତର୍ନିମଗ୍ନ ଚେତନାର ଗରିମା ଦ୍ୱାରା ଲେ

Also from

Bhanja, Sanghamitra

Also in

General Education