Ujuda Aadhara
Paperback
ISBN13: 9781645604426
Publisher: Black Eagle Books
Published: Sep 2 2023
Pages: 196
Weight: 0.56
Height: 0.45 Width: 5.50 Depth: 8.50
Language: Oriya
Things Fall Apart ସବୁଠୁ ଲୋକପ୍ରିୟ ହେବା ସହ ଆର୍ନ୍ତଜାତିକ ପାଠକୀୟ ସ୍ୱୀକୃତି ଲାଭ କରିଛି । ଏହି ପୁସ୍ତକଟି ଷାଠିଏରୁ ଊର୍ଦ୍ଧ୍ୱ ଭାଷାରେ ଅନୂଦିତ ହୋଇସାରିଛି । ଏଥିରେ ଏକ ଅନନ୍ୟ କାହାଣୀ ଓ ବର୍ଣ୍ଣନା ଶୈଳୀ ମାଧ୍ୟମରେ ସେ ୟୁରୋପୀୟ ଉପନିବେଶବାଦକୁ ଆଫ୍ରିକୀୟ ଦୃଷ୍ଟିଭଙ୍ଗୀରେ ଉପସ୍ଥାପନା କରିଛନ୍ତି । ଆଫ୍ରିକାର ନାଇଜେରିଆରେ ଇଂରେଜ ଉପନିବେଶବାଦର ସ୍ଥାପନ ହେଲା ପରେ ଇଂରାଜୀ ଶିକ୍ଷା, ସଭ୍ୟତା ଏବଂ ଖ୍ରାଷ୍ଟଧର୍ମର ପ୍ରଚାର ଓ ପ୍ରସାର ହେଲା । ଏଇ ଧକ୍]କାରେ ନାଇଜେରିଆର ପାରମ୍ପରିକ ସମାଜ ଓ ସଂସ୍କୃତି ଭୁଷୁଡି ପଡ଼ିଲା । ଫଳରେ ନାଇଜେରିଆରେ ଏଯାବତ୍ ଚଳି ଆସୁଥିବା ପୁରୁଣା ଭାବଧାରା ଓ ମୂଲ୍ୟବୋଧର କ୍ରମଶଃ ବିଘଟନ ହେବାକୁ ଲାଗିଲା । ସାଂସ୍କୃତିକ ଆଧାର ଉଜୁଡ଼ି ଗଲା । ଇଂରେଜ ଶାସନ ଓ ଖ୍ରାଷ୍ଟ ଧର୍ମର ଚାପରେ ସାଧାରଣ ଦେଶୀୟ ଜନଜୀବନ ନିଜସ୍ୱ ସଂଗଠନ ହରାଇଲା । ଏମିତି ଏକ ବିକଳ ଓ ବିକଟ ପରିସ୍ଥିତିର ସାମ୍ନା କରୁକରୁ ଉପନ୍ୟାସର ନାୟକ ଓକୋଙ୍କୋ ଶେଷରେ ଆତ୍ମହତ୍ୟା କଲା । କାରଣ ତା ପାଇଁ ସାମାଜିକ ଓ ସାଂସ୍କୃତିକ ରହିତ ଜୀବନ - ଆଉ ଜୀବନ ହେଇ ରହିଲା ନାହିଁ । ଏପରି ଏକ ମର୍ମସ୍ପର୍ଶୀ ସଂଘର୍ଷକୁ ନେଇ Things Fall Apart ର କାହାଣୀ ଉପଜିବ୍ୟ ।
'ଉଜୁଡ଼ା ଆଧାର' ଏଇ ସମ୍ବେଦନଶୀଳ ଉପନ୍ୟାସର ଓଡ଼ିଆ ରୂପାନ୍ତର । ଭାରତୀୟ / ଓଡ଼ିଆ ଭାବେ ଆମେ ମଧ୍ୟ ଉପରୋକ୍ତ ପରିସ୍ଥିତିର ସାମ୍ନା କରିଆସୁଛୁ । ଏଇ ପରିପ୍ରେକ୍ଷୀରେ ଏଇ ଅନୁବାଦଟି ଓଡ଼ିଆ ପାଠକଙ୍କୁ ଆମର ଭାଙ୍ଗି
Also from
Achebe, Chinua
Yaga Muttai /யாக முட்டை
Achebe, Chinua
Paperback
Also in
General Fiction
Elizabeth Spencer: Novels & Stories (Loa #344): The Voice at the Back Door / The Light in the Piazza / Knights and Dragons / Stories
Spencer, Elizabeth
Hardcover
Anniversaries, Volume 2: From a Year in the Life of Gesine Cresspahl, April 1968-August 1968
Johnson, Uwe
Paperback
Philip Roth: Novels 1973-1977 (Loa #165): The Great American Novel / My Life as a Man / The Professor of Desire
Roth, Philip
Hardcover
Selected Writings: Robert Musil: Young Torless, Three Women, the Perfecting of a Love, and Other Writings
Agee, Joel
Musil, Robert
Paperback
Before Gatsby: The First Twenty-Six Stories
Fitzgerald, F. Scott
Bruccoli, Matthew J.
Baughman, Judith
Paperback
