Sati Sadhwi Kulata
Paperback
General FictionLiterary Fiction
ISBN13: 9781645604785
Publisher: Black Eagle Books
Published: Nov 12 2023
Pages: 160
Weight: 0.46
Height: 0.37 Width: 5.50 Depth: 8.50
Language: Oriya
ସୀତା ସ୍କୁଲରେ ପାଦ ଦେବା ଦିନଠୁ ତାର ଅନେକ ସାଙ୍ଗ ସୃଷ୍ଟି ହୋଇଛନ୍ତି । ଅନେକ ସ୍କୁଲ ଝିଅଙ୍କ ସହିତ ତା'ର ବଢିଛି଼ ଆତ୍ମୀୟତା । ଅନେକ ଦିନ ଧରି ଅତୁଟ ରହେ ସେ ଅନ୍ତରଙ୍ଗତା । ପୁଣି କେତେ ଜଣଙ୍କ ସହିତ ତା'ର ନୂତନ ଭାବେ ଜାତ ହୁଏ ଆତ୍ମୀୟତା । କେଉଁଠି କେତେବେଳେ ଯୋଡ଼ି ହୁଏ ଅଠାଲଗା କାଗଜ ପରି । ସେଇ ଆତ୍ମୀୟତା, ବନ୍ଧୁତ୍ୱ ବା ସାହଚର୍ଯ୍ୟ ଭିତରେ ସୀତା ସହିତ ଯେଉଁ ଦି' ଜଣ ଝିଅଙ୍କ ଅତୁଟ ରହିଛି ସଂପର୍କ, ସେମାନେ ହେଲେ ମିତା ଓ ଲଳିତା । ଏହି ତିନି ସାଙ୍ଗ ବନ୍ଧୁତ୍ୱର କଷଟିରେ ଅନେକ ଥର ପରୀକ୍ଷିତ ହୋଇଛନ୍ତି । ବନ୍ଧୁତ୍ୱ ଏମାନଙ୍କର ଅତୁଟ, ଅଟଳ ଓ ସୁଦୃଢ଼ । କାଳକ୍ରମେ ଏମାନେ ବାଳିକା ପ୍ରାଥମିକ ବିଦ୍ୟାଳୟର ପାଠ ସମାପ୍ତ କରି ବାଳିକା ଉଚ୍ଚ ବିଦ୍ୟାଳୟକୁ ଯାଇଛନ୍ତି । ଉଚ୍ଚ ବିଦ୍ୟାଳୟରୁ କଲେଜକୁ ଯାଇଛନ୍ତି ।
ଏମାନଙ୍କ ମଧ୍ୟରୁ ଜଣେ ବଣିକ କନ୍ୟା । ଅନ୍ୟ ଜଣେ କୃଷକ କନ୍ୟା ଓ ଶେଷଟି ଶିକ୍ଷକ କନ୍ୟା । ଏଇ ସହରର ବିଖ୍ୟାତ ବ୍ୟବସାୟୀମାନଙ୍କ ମଧ୍ୟରେ ଲଳିତାର ବାପା ଅନ୍ୟତମ । ମିତାର ବାପା ଜଣେ ବଡ଼ ଚାଷୀ । ସୀତାର ବାପା ଜଣେ ପ୍ରାଇମେରୀ ସ୍କୁଲର ଶିକ୍ଷକ ।
A novel about three friends Sita, Mita and Lalita.
Also from
Hota, Himanshu Kumar
Also in
Literary Fiction
Elizabeth Spencer: Novels & Stories (Loa #344): The Voice at the Back Door / The Light in the Piazza / Knights and Dragons / Stories
Spencer, Elizabeth
Hardcover
James Fenimore Cooper: The Leatherstocking Tales Vol. 1 (Loa #26): The Pioneers / The Last of the Mohicans / The Prairie
Cooper, James Fenimore
Hardcover
The Strange Case of Dr. Jekyll and Mr. Hyde and Other Stories (Barnes & Noble Classics Series)
Stevenson, Robert Louis
Paperback
Philip Roth: Novels 1973-1977 (Loa #165): The Great American Novel / My Life as a Man / The Professor of Desire
Roth, Philip
Hardcover
The Patrick Melrose Novels: Never Mind, Bad News, Some Hope, and Mother's Milk
St Aubyn, Edward
Paperback
