• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Sharashajya

Sharashajya

Paperback

General FictionLiterary Fiction

ISBN10: 1645603873
ISBN13: 9781645603870
Publisher: Black Eagle Books
Published: Apr 25 2023
Pages: 124
Weight: 0.37
Height: 0.29 Width: 5.50 Depth: 8.50
Language: Oriya

ହୃଦୟରୁ ଝରୁଥିବା ରକ୍ତରେ ଲେଖାଯାଇଛି ଶରଶଯ୍ୟା, ଜୀବନ ଯନ୍ତ୍ରଣାର ଭୟଙ୍କର ଅନୁଭବ । ପଢ଼ିଲା ବେଳେ ଆଖିରୁ ଝରିଆସୁଥିବା ଲୁହକୁ ଅଟକାଇ ପାରିଲିନି । ଆଉ ଏ ବହିର 'ମାଷ୍ଟର ପିସ୍]' ତ୍ରୟୋଦଶ ଅଧ୍ୟାୟ 'ଭଗବାନଙ୍କୁ ଗୋଟେ ଖୋଲାଚିଠି' ମୋ ଅନ୍ତରକୁ ଦୋହଲାଇ ଦେଇଥିଲା । କଷ୍ଟ ଯନ୍ତ୍ରଣା ସମୁଦ୍ରରେ ବୁଡ଼ି ବୁଡ଼ି ଜଣେ ଏତେ ସକାରାତ୍ମକ ଭାବରେ ଭଗବାନଙ୍କୁ ନିଜର କରିବାରେ କାର୍ପଣ୍ୟ କରିନାହାଁନ୍ତି । ଆପଣ ଏହି ଲୁଚକାଳି ଖେଳ ଛାଡନ୍ତୁ ଏବଂ ମୋ ସାମନାକୁ ଆସନ୍ତୁ । ମୁଁ ମୋ ବାଳ ଧୋଇଦେବି ଏବଂ ସେଗୁଡ଼ିକୁ ଏକାଠି କରି ବାନ୍ଧି ଦେବି । ମୁଁ ମୋର ଅତିପ୍ରିୟ ମୟୁରକଣ୍ଠୀ ନୀଳ ଶାଢ଼ୀରେ ସଜେଇ ହେବି । ଆପଣ ମୋର ଟର୍କିସ୍ କାନଫୁଲ ଏବଂ କଙ୍କଣ ଦେଖି ମୋତେ ଚହ୍ନିପାରିବେ । ମୁଁ ମୋ ବାରଣ୍ଡାରେ ଆପଣଙ୍କ ସହିତ ବସିବି କାଡ଼ାମନ ବାସ୍ନାର କଫି ସହିତ । ମୁଁ କିଛି ବି ପ୍ରଶ୍ନ ପଚାରିବି ନାହିଁ । ଆମେ ଉଭୟେ ଉଭୟଙ୍କର ସୌହାର୍ଦ୍ଦ୍ୟ ଅନୁଭବ କରିବା ମୋ ବାରଣ୍ଡାରେ ଲାଗିଥିବା ଦୋଳି ଉପରେ ବସି । ମୁଁ ଆପଣଙ୍କ କାନ୍ଧ ଉପରେ ମୁଣ୍ଡ ରଖିବି । ମୁଁ ଚାହେଁ ଆପଣ ଆପଣଙ୍କ ରୁମାଲରେ ମୋ ଲୁହ ପୋଛି ଦିଅନ୍ତୁ । ମୁଁ ବହୁତ ଥକି ଯାଇଛି କିନ୍ତୁ ହାରି ଯାଇନି ।

Also in

Literary Fiction