Tanmaya Dhuli
Paperback
Poetry CriticismGeneral Poetry
ISBN13: 9781645605102
Publisher: Black Eagle Books
Published: Jan 26 2024
Pages: 126
Weight: 0.37
Height: 0.30 Width: 5.50 Depth: 8.50
Language: Oriya
ଧୂଳିକଣା ପକ୍ଷରେ କ'ଣ ନକ୍ଷତ୍ର ପର୍ଯ୍ୟନ୍ତ ପହଞ୍ଚିବା ସମ୍ଭବ? ଅସମ୍ଭବ ନିଶ୍ଚୟ । ତେବେ କ'ଣ ଚେଷ୍ଟା କରାଯିବ? ତାହାହିଁ ସଂଗତ । ମଣିଷ ପ୍ରେମରେ ଅସଂପୂର୍ଣ୍ଣ, ସିଦ୍ଧାନ୍ତ ଘେନିବାରେ ଅନିଶ୍ଚିତ ଆଉ ମୃତ୍ୟୁ ସମ୍ମୁଖରେ ବଡ଼ ଅସହାୟ; ତଥାପି ସେହି ଅସମର୍ଥ ଜୀବନ ଘେନି କବି ଗାଲିବଙ୍କର ସେହି ସଂଗତ କାର୍ଯ୍ୟଟିକୁ ସେ କରି ଚାଲିଥାଏ ଚିରକାଳ, ସୂର୍ଯ୍ୟାଭିସରଣରେ ସମୁଦ୍ୟତ କରିଥାଏ ନିରନ୍ତର । ବ୍ୟର୍ଥତା ଅବଶ୍ୟ ଅମୋଘ । ତେବେ ଯାହାକୁ ଆମେ ବ୍ୟର୍ଥତା କହୁଛେ ତହିଁର ଅପର ପ୍ରାନ୍ତରେ ବିଦ୍ୟମାନ ରହିଛି ପରମ ସାର୍ଥକତା, ଶୂନ୍ୟର ଅପର ପ୍ରାନ୍ତରେ ବର୍ତ୍ତମାନ ଅଖଣ୍ଡ ପୂର୍ଣ୍ଣତା, ବ୍ୟବଧାନ ଅସେତୁ ସମ୍ଭବ । ବିରହ ଅବସ୍ଥା ହିଁ ତେଣୁ ଚୈତନ୍ୟ ପୀଡ଼ିତ ମଣିଷର ବଂଚିବାର ଏକମାତ୍ର ସର୍ତ୍ତ ଓ ପାଥେୟ । ପ୍ରେମରେ ଉତ୍ତୀର୍ଣ୍ଣତା, ମିଳନରେ ଚରିତାର୍ଥତା - ଯାହା ସର୍ବଦା ଅନୁପସ୍ଥିତ । ଭଲ କବିଏ ତେଣୁ ଅମୃତର ଆକାଂକ୍ଷା ଓ ସଂଧାନ ଘେନି କବିତା ଲେଖିଥାନ୍ତି । ଯାହା ଅଲବ୍ଧ ଓ ଅପ୍ରାପଣୀୟ ତାହାରି ପାଇଁ ଶେଷକଥା । ବିରହ ଦୁଃଖ ମୂଲ୍ୟବାନ । କବିତାର ବିଶେଷତ୍ୱ ଏଇଠି, ମୂଲ୍ୟ ବି । କବିତା ମୂଲ୍ୟବାନ କେବଳ କବିତା ବୋଲି ନୁହେଁ, ତାହା ଚୈତନ୍ୟର ପ୍ରସୂନ ବୋଲି ମୂଲ୍ୟବାନ । ଆଉ ଚୈତନ୍ୟ ମାନେ ଆଧ୍ୟାତ୍ମିକ । କବି ପ୍ରତିଭା ଶତପଥୀ କବିତାରେ ସେହି ଅମୃତ ସଂଧାନରେ ଅଭିସରଣ ସମୁତ୍ସୁକ । ତାଙ୍କ କବିତାକୁ ତେଣୁ ଅଧ୍ୟାତ୍ମ ଭାବନାରୁ ବିଚ୍ଛିନ୍ନ କରି ଦେ
Also from
Satpathy, Pratibha
Also in
General Poetry
Dante's Vita Nuova, New Edition: A Translation and an Essay
Pitavy, Francois
Alighieri, Dante
Paperback
Sounding the Seasons Enlarged Edition: One Hundred and Ten Sonnets for the Christian Year
Guite, Malcolm
Paperback
Lao Tzu: Tao Te Ching: A Book about the Way and the Power of the Way
Lao Tzu
Le Guin, Ursula K.
Paperback
They Bloom Because of You: Poems on the Infinite Love, Growth, and Magic of Motherhood
Urlichs, Jessica
Paperback
Ariel: The Restored Edition: A Facsimile of Plath's Manuscript, Reinstating Her Original Selection and Arrangement
Plath, Sylvia
Paperback
This Is the Main Event: Discovering the Life You Long for in the Life You Have
Smith, Joshua Luke
Hardcover
