• Open Daily: 10am - 10pm
    Alley-side Pickup: 10am - 7pm

    3038 Hennepin Ave Minneapolis, MN
    612-822-4611

Open Daily: 10am - 10pm | Alley-side Pickup: 10am - 7pm
3038 Hennepin Ave Minneapolis, MN
612-822-4611
Tapamatra

Tapamatra

Paperback

Literary Fiction

ISBN10: 164560165X
ISBN13: 9781645601654
Publisher: Black Eagle Books
Published: Feb 19 2021
Pages: 122
Weight: 0.36
Height: 0.29 Width: 5.50 Depth: 8.50
Language: Oriya

କାହାଣୀରେ ଜୀବନ ଥିଲେ କାହାଣୀ ହୁଏ ହୃଦ୍ୟ । ଜୀବନରେ କାହାଣୀ ଥିଲେ ଜୀବନ ହୁଏ ଭବ୍ୟ । ଦେବପ୍ରିୟ ପ୍ରିୟଦର୍ଶୀ ଚକ୍ରଙ୍କର ଗଳ୍ପଗୁଡ଼ିକରେ ଜୀବନ ଦିଶିଯାଏ । ତେଣୁ ଗଳ୍ପଟିଏ ଆରମ୍ଭ କଲେ ଶେଷ କରିବାକୁ ମନ ବଳେ । ବେଳେବେଳେ ଚମକାଇ ଦିଏ 'ପଜଲ୍]' ଭଳି ଗଳ୍ପ ଯାହା ଘଟିବା ଉଚିତ୍ ନହେଲେ ମଧ୍ୟ ସମାଜରେ ଘଟୁନାହିଁ ବୋଲି କହିହେବ ନାହିଁ । ତାଙ୍କର 'ଭାତବାଲା' ଗଳ୍ପ ସତ୍ୟର ଗଳ୍ପରୂପ ପରି ଲାଗେ, ହୃଦୟକୁ ଛୁଏଁ । ତାଙ୍କର ଗଳ୍ପଗୁଡ଼ିକ ଆକାଶରୁ ଉଲ୍]କା ଭଳି ଖସନ୍ତି ନାହିଁ, ମାଟିରୁ ପାଦତଳର ଘାସ ଭଳି ମୁଣ୍ଡ ଟେକନ୍ତି, ସମାଜର ଚିତ୍ରପଟ ପାଲଟିଯାଆନ୍ତି । ଦେବପ୍ରିୟଙ୍କର ହାତମୁଠାରେ ଜୀବନ କଥାକୁହେ । ତାଙ୍କର ଗାଳ୍ପିକ ଜୀବନ ସମ୍ଭାବନାମୟ । ଅଶେଷ ଆଶୀର୍ବାଦ ।

Also in

Literary Fiction